-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଦୁଇ ନାବଳକ ସହ ୪ ଗିରଫ, ଚୋରି ସାମଗ୍ରୀ ଜବତ

28-Oct-2024



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଗୁଡଭେଲାବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ନୋଡାଲ ହାଇସ୍କୁଲରୁ କମ୍ପୁଟର, ସିସି କ୍ୟାମେରା ଓ ପାଣି ମୋଟର ଚୋରୀ ହୋଇ ଥିବା ସ୍କୁଲର ପ୍ରଧାନ ଶିକ୍ଷକ ତୁଷୁରା ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ତୁଷୁରା ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା । ଦୁଇ ନାବାଳକ ସହ ତୁଷୁରା ଥାନା ତେନ୍ତୁଳିଖୁଣ୍ଟି ଗାଁର ଚିନ୍ମୟ ଭୋଇ ଓ ସୁଜିତ ପ୍ରସାଦ ନାଏକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପ୍ରାପ୍ତ ସୂଚନା ମୁତାବକ  ଗୁଡଭେଲାବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ନୋଡାଲ ହାଇସ୍କୁଲ ପରିସରରୁ ଗୁରୁବାର ବିଳମ୍ବିତ ରାତ୍ରୀରେ  ବିଭିନ୍ନ ସାମଗ୍ରୀ ଚୋରି ହୋଇଥିଲା। ଏହାପରେ ତୁଷୁରା ଥାନାଧିକାରୀ ମନୋଜ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ ସ୍କୁଲକୁ ଯାଇ ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ବେଳେ ପୁଲିସ ବିଭିନ୍ନ ସୁରାକ ପାଇଥିଲା। ସ୍କୁଲରେ  ପଢୁଥିବା  ଦୁଇଜଣ ଛାତ୍ର ଓ ଆଉ ଦୁଇ ଜଣ ଯୁବକକୁ ସନ୍ଦେହ କରି ପଚରା ଉଚରା କରିଥିଲେ। ଉକ୍ତ ଅଭିଯୁକ୍ତ ମାନେ ଚେରୀ ସାମଗ୍ରୀ ସିସିଟିଭି କ୍ୟାମେରା, ଏକାଧିକ କମ୍ପ୍ୟୁଟର ମନିଟର, କିବୋର୍ଡ, ପାଣି ମାଟର ଆଦି ସ୍କୁଲ ସମ୍ମୁଖରେ ଥିବା ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ପଛପଟେ ଚୋରି ସାମଗ୍ରୀ ଲୁଚାଇଥିବା ପୋଲିସ ଆଗରେ ସ୍ବୀକାର କରିଥିଲେ। ପୋଲିସ ଉକ୍ତ ସାମଗ୍ରୀ ଉଦ୍ଧାର କରିବା ସହ ଅଭିଯୁକ୍ତ ମାନଙ୍କୁ ଗିରଫ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like