-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||      ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    (27-Nov-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||     

HOME   ରାଜ୍ୟ

ଆଜି ରାଜ୍ୟରେ କରୋନା ମୃତ୍ୟୁ ଶୂନ

06-Jan-2021



ଭୁବନେଶ୍ୱର (ପ୍ରେରଣା ଖବର):ରାଜ୍ୟରେ କରୋନା ସଂକ୍ରମଣ ହାର କିଛି ଦିନ କମିବା ପରେ ପୁଣି ଆଜି ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ୨୮ ଟି ଜିଲ୍ଲାରୁ ଏହି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।  ଏମାନଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୯୮ ଲୋକାଲ କେସ ଥିବା ଜଣାଯାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଦୀର୍ଘମାସ ପରେ ଆଜି କରୋନା ସଂକ୍ରମିତ ଖୁସି ଖବର ସାମ୍ନାକୁ ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରେ କାହାରି ମୃତ୍ୟୁ ଘଟିନାହିଁ। ଜାନୁଆରୀ ୫ ତାରିଖ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି। ଏ ନେଇ  ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୂଚନାଥାଉ କି, ଗତକାଲି ସୁଦ୍ଧା ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୭ ଥିଲା। ଆଜି ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି। ଏଠାରେ ସର୍ବାଧିକ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୧,  ବାଲେଶ୍ୱରରୁ ୮, ବରଗଡରୁ ୨୫, ଭଦ୍ରକରୁ ୫ ଏବଂ ବଲାଙ୍ଗୀରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡିରୁ ଜଣେ ଲେଖାଏ, କଟକରୁ ୧୧, ଦେବଗଡରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୩, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୧୫, କେନ୍ଦ୍ରାପଡାରୁ ୧୦, କେନ୍ଦୁଝରରୁ ୯, ଖୋର୍ଦ୍ଧାରୁ ୧୧, କୋରାପୁଟରୁ ୩, ମୟୂରଭଞ୍ଜରୁ ୮, ନବରଙ୍ଗପୁର ଓ ନୟାଗଡରୁ ୨ ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷେ ନୂଆପଡାରୁ୧, ପୁରୀରୁ ୧୦, ସମ୍ବଲପୁରରୁ ୧୪, ସୋନପୁରରୁ ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୯୨୧ଥିବାବେଳେ ସୁସ୍ଥ ହୋଇ ଫେରିଛନ୍ତି ୩,୨୬,୭୭୮। ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ରହିଛି ୨୨୦୩।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   27-Nov-2026
  ଜିଲ୍ଲା  
ପିଏମ୍ ଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ଖେଳପଡ଼ିଆ ଠାରେ ଦୁଇ ଦିନିଆ ଆଥିଲେଟିକ୍ ମିଟ୍    27-Nov-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026

You Might Also Like