-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

ହୃଦଘାତରେ ବଳଭଦ୍ର ପ୍ରଧାନଙ୍କ ଦେହାନ୍ତ

28-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବରମୁଣ୍ଡା ମୂଳ ନିବାସୀ ବଳଭଦ୍ର ପଧାନ ଆଉ ନାହାନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହେଉଥିଲା। ସେ ଜଣେ ଦକ୍ଷ ପୋଲିସ ଅଧିକାରୀ ଭାବେ ସୁନ୍ଦରଗଡ ଜିଲ୍ଲା ଏବଂ ବରଗଡ଼ ଜିଲ୍ଲାରେ ଚାକିରୀ କରି ଦିର୍ଘ ୯ ବର୍ଷ ହେବ ଅବସର ଗ୍ରହଣ କରି ବିଜେପୁର ସ୍ଥିତ ରାମଜୀ ନଗର ଠାରେ ଅବସ୍ଥାପିତ କରିଥିଲେ।ସେ ଜଣେ ଆମାୟୀକ,ସରଳ ତଥା କର୍ମଠ ବ୍ୟକ୍ତି ଭାବେ ବିଜେପୁର ଅଞ୍ଚଳରେ ବେଶ ଜଣାଶୁଣା।ସେ ଜଣେ ଚାଷୀ ନେତା ଭାବେ ବେଶ ପରିଚିତ ଥିଲେ।ପ୍ରାୟ ସାତ ବର୍ଷ ବିଜେପୁରରେ ଅନୁଷ୍ଠିତ ହେଉଥିବା ସାର୍ବଜନୀନ ଦୁର୍ଗାପୂଜାର କୋଷାଧ୍ୟକ୍ଷ ଭାବେ କାର୍ଯ୍ୟ ତୁଲାଇ ଆସୁଥିଲେ। ତାଙ୍କ ଦେହାନ୍ତରେ ବିଜେପୁର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିବା ବେଳେ, ତତକ୍ଷଣାତ୍ ଖବର ପାଇ ବିଜେପୁର ବିଧାୟକ ଜମିଦାର ସନତ କୁମାର ଗଡତୀୟା ତାଙ୍କ ବାସ ଭବନକୁ ଆସି ଶେଷ ଦର୍ଶନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଜନାର୍ଦ୍ଦନ ପାଣିଗ୍ରାହୀ, ଅଜିତ କୁମାର ସାହୁ,ଡ଼ା.ସୁଧିର ସାହୁ, ରଜନୀ ଗଡତୀୟା, ଦେବାନନ୍ଦ ଗଡତୀୟା,ତାଙ୍କ ସହପାଠୀ ପଡ଼ା ର ମୁରଲୀ ଦେବତା,ପପୁ ପୂଜାରୀ, ପୂର୍ଣଚନ୍ଦ୍ର ପଧାନ, ବରିଷ୍ଠ ନାଗରିକ ସଂଘର ସଭାପତି ନବକିଶୋର ସାହୁ,ହିମାଂଶୁ ସାହୁ,ଗୁଡିମୁଣ୍ଡା ର କୈଳାଶ ଗଡତିଆ, ସମସ୍ତ ସାମ୍ବାଦିକ ବୃନ୍ଦ,ପ୍ରମୁଖ ତାଙ୍କ ଶେଷ ଦର୍ଶନ କରିଥିଲେ। ସୂଚନାଯୋଗ୍ୟ ଯେ, ହୃଦଘାତ ଜନିତ ମୃତ୍ୟୁ ହୋଇଥିବା ପରିବାର ସୂତ୍ରରୁ ପ୍ରକାଶ। ଅପରାହ୍ନ ୪ ଘଣ୍ଟା ସମୟରେ ମୂଳ ନିବାସ ବରମୁଣ୍ଡା ଗ୍ରାମକୁ ତାଙ୍କ ମରଶରୀରକୁ ନିଆ ଯାଇଥିଲା। ବଡପୁଅ ଅଭିନାଶ ପୁନେରେ ରହୁଥିବା ହେତୁ ଠିକ ସମୟରେ ପହଞ୍ଚି ପାରି ନଥିବାରୁ ସାନପୁଅ ଅଭୟ ମୁଖାଗ୍ନୀ ଦେଇ ଶବ ସତ୍କାର କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like