-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରାଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ

28-Oct-2024



ରାୟଗଡ(ସୁପ୍ରିୟା ଷଡଙ୍ଗୀ)- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪ ପାଳନ ଅବସରରେ ଆଜି  ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶପଥ ପାଠ କରାଯାଇଥିଲା l ସ୍ଥାନୀୟ ଓସ୍ୱାନ ହଲ ଠାରେ  ଆୱାସି ମାଧ୍ୟମରେ ସିଧା ପ୍ରସାରଣରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ  ମାଝୀ,  ସମସ୍ତ କର୍ମଚାରୀ ମାନଙ୍କୁ ଦୁର୍ନୀତି ନିବାରଣ ଉପରେ ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି" ଏହି ମୂଳମନ୍ତ୍ର ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଆଭାସୀ ମାଧ୍ୟମରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରlଇଛନ୍ତି l 

ଜିଲ୍ଲାପାଳଙ୍କ କାର୍ଯ୍ୟଳୟରୁ ଆରମ୍ଭ କରି ପ୍ରତ୍ୟେକ ବ୍ଲକର ଓସ୍ୱାନ ହଲ ସହିତ ସିଧାସଳଖ ଯୋଡିହୋଇ  କର୍ମଚାରୀ ମାନେ ଶପଥ ପାଠ କରିଥିଲେ l ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଵିଷମ କଟକ ବ୍ଲକରେ ରେ ଯୁଗ୍ମ ଅଭିଯୋଗ ଶିବିର ଥିବାରୁ ଆରୋକ୍ଷୀ ଅଧିକ୍ଷକ ରାୟଗଡ ସ୍ୱାତୀ ଏସ. କୁମାର, ଅନ୍ୟନ୍ୟ ଜିଲ୍ଲାସ୍ଥରୀୟ ଅଧିକାରୀ ମାନଙ୍କ ସହିତ ଵିଷମ କଟକ ବ୍ଲକରେ ଶପଥ ପାଠ କରିଥିଲେ l ସେହିପରି ଜିଲ୍ଲା ସଦର ମୋହକୁମାରେ ଅତିରକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଉପଜିଲ୍ଲାପାଳ ରାୟଗଡ ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା, ଉପନିର୍ଦ୍ଧେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଉପ-ଆରୋକ୍ଷୀ ଅଧିକ୍ଷକ, ଦୁର୍ନୀତି ନିବାରଣ ଶାଖା, ରାୟଗଡ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଡେପୁଟି କଲେକଟର ମଧୁମିତା ବେହେରା, ସହକାରୀ ଜିଲ୍ଲାପାଳ ଭଂଜନ କହଁର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ଶାଖାର ଅଧିକାରୀ, ସେକ୍ସନ ଅଫିସର,ବିଭିନ୍ନ କାର୍ଯ୍ୟାଳୟର କର୍ମଚାରୀ ମାନେ  ଶପଥ ଗ୍ରହଣ କରିଥିଲେ l ସେହିପରି ବିଭିନ୍ନ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀ, ଅନୁବିଭାଗୀୟ ଅଧିକାରୀ ମାନଙ୍କୁ ଶପଥ ପାଠ କରାଇଥିଲେ l ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ଓ ଉପଖଣ୍ଡ ଓ ବ୍ଲକ କାର୍ଯ୍ୟାଳୟରେ ଶପଥ ପାଠ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like