-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ରାଜ୍ୟ

ଉପାନ୍ତ ଅଂଚଳରେ ଯୁଗ୍ନ ଅଭିଯୋଗ ଶୁଣାଣି,...ସମୁଦାୟ 86ଅଭିଯୋଗ ପଞ୍ଜିକୃତ

28-Oct-2024



ହରଭଙ୍ଗା/ବୌଦ୍ଧ(ଦେବବ୍ରତ ଦାଶ) ହରଭଙ୍ଗା ବ୍ଲକ ବଣ ପାହାଡ଼ ଘେରା ଉପାନ୍ତ ଅଂଚଳ ମହାଲିକ ପଡ଼ା ପଞ୍ଚାୟତ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ନ  ଅଭିଯୋଗ ଜନ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଉପ ଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା , ହରଭଙ୍ଗା ବିଡ଼ିଓ ଶରତ କୁମାର ସେଠି, ଅତିରିକ୍ତ ତହସିଲଦାର ସମ୍ବିତ ସାମଲ , ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ନାଥ  ଉପସ୍ଥିତି ରହି ବ୍ଲକ ର ବିଭିନ୍ନ ପ୍ରାନ୍ତ ରୁ ଆସିଥିବା  ଅଭିଯୋଗ କୁ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରିଥିଲେ ।ସମୁଦାୟ 86ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିମଧ୍ୟରୁ ବ୍ୟକ୍ତିଗତ 78ଓ ସାମୁହିକ 7ଗୋଟି ଅଭିଯୋଗ ଆସିଥିଲା l ଜଣେ ଭିନ୍ନକ୍ଷମ ଙ୍କୁ ଟ୍ରାଏ ସାଇକେଲ ଦିଆଯାଇଥିଲା । ଅନ୍ୟପଟେ ଶିବିର ପରିସର ଭିତରେ ଅଭିଯୋଗ କରି ଆସୁଥିବା ବାୟସାଧିକ ଅଭିଯୋଗ କାରୀଙ୍କ ଙ୍କ ସୁବିଧା ଦୃଷ୍ଟି ରୁ ଆୟୁଷ୍ମାନ ଆରୋଗ୍ୟ ଶିବିର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ଆଡେଣିଗଡ଼ ପକ୍ଷରୁ  ଦେୟ ମୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ବ୍ଲକ ଓ ଜିଲ୍ଲା ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ସ୍ଥାନୀୟ ସରପଞ୍ଚ, ନାଏବ ସରପଞ୍ଚ, ହରଭଙ୍ଗା ଥାନା ପୋଲିସ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like