-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

୭୮ଲିଟର ଦେଶୀ ମଦ ଓ ୨୨ କେଜି ଗଞ୍ଜେଇ ସହ ୫ଟି ବାଇକ ଜବତ, ୫ ଜଣ ଗିରଫ

29-Oct-2024



ତୁଷୁରା(ପଞ୍ଚାନନ ନାଏକ) ତୁଷୁରା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରୁ ୭୮ଲିଟର ଦେଶୀ ମଦ ଓ ୨୨ କେଜି ଗଞ୍ଜେଇ ସହ ୫ଟି ବାଇକ ଜବତ କରିଛି । ତିନୋଟି କେଶ ରୁଜୁ କରାଯାଇ ୫ ଜଣ ଗିରଫ କରିବା ସହ ସୋମବାର ତୁଷୁରା କୋର୍ଟଚାଲାଣ କରାଯାଇ ଥିବା ତୁଷୁରା ଅବକାରୀ ଅଧିକାରୀ ଶ୍ରୀକାନ୍ତ ପାଣିଗାହୀ ସୂଚନା ଦେଇଛନ୍ତି। ପ୍ରାପ୍ତ ସୂଚନା ମୁତାବକ ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଡୁଙ୍ଗିବାହାଳ ଛକ ଠାରେ ଘୂନା ଗ୍ରାମର ମୀନକେତନ ରଣା (୩୪ ବର୍ଷ) ଏକ ବାଇକରେ ଯାଉଥିବା ବେଳେ ତାଙ୍କ ଠାରୁ ୩୦ଲିଟର ଦେଶୀ ମଦ ଜବତ କରିଥିଲେ। ତୁଷୁରା ଅବକାରୀ ଥାନା ଅଧିନସ୍ଥ କେନଘାଟ ବ୍ରିଜ ଠାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ କୁଭାରମୁଣ୍ଡା ଗ୍ରାମର ଦୁଇ ଜଣ ଯୁବକ ଗୁପ୍ତେଶ୍ଵର କର୍ଣ୍ଣ (୪୨ ବର୍ଷ) ଓ ରୋହିତ ରଣା (୨୬ ବର୍ଷ) ଏକ ବାଇକରେ ଆସୁଥିବା ବେଳେ ତାଙ୍କ ଠାରୁ ୬କେଜି ଗଞ୍ଜେଇ ଜବତ କରାଯାଇ ଥିଲା। ଉକ୍ତ କେନ ଘାଟରେ ୪୮ଲିଟର ଦେଶୀ ମଦ ଓ ବାଇକ ଛାଡି କେହି ସେଠାରୁ ଫେରାର ମାରିଥିଲା। ବାଇକ ଓ ମଦ ଜବତ କରାଯାଇ ଥିବା ବେଳେ ଅଭିଯୁକ୍ତଙ୍କୁ ଖୋଜା ଚାଲିଛି । ତୁଷୁରା ଥାନା ଅନ୍ତର୍ଗତ ସମରା ଗ୍ରାମ ଛକ ଠାରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ କାମାଘାଟ ଗ୍ରାମ କାର୍ତ୍ତିକ ବଡାଚାର୍ଟ (୨୫ ବର୍ଷ) ଓ ଗଜୀନ ରଣା(୨୩ ବର୍ଷ) ଦୁଇ ଟି ବାଇକ ରେ ଆସୁଥିବା ବେଳେ ତାଙ୍କ  ୧୬ କେଜି ଗଞ୍ଜେଇ ଜବତ କରାଯାଇ ଥିଲା। ଅବକାରୀ ଥାନାର ଏଏସଆଇ ଡୁଲେଶ୍ଵର କୁମୁରା, କନେଷ୍ଟବଳ ବିଭୂତିଭୂଷଣ ଭୋଇ, ଭୋଜରାଜ ବଢ଼େଇ ଓ ସୁନେଲୀ ପ୍ରଧାନ ପ୍ରମୁଖ ସହଯୋଗରେ ଏହି ସଫଳତା ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like