-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ

29-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସଦର ମହକୁମାରେ  ପାଳିତ ହୋଇଛି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ | ଏହି କାର୍ଯ୍ୟକ୍ରମରେ ୱାକାଥନ୍ ସହିତ ପଥୋତ୍ସବ କରାଯାଇଛି | ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସାଲୱାର ଅଧ୍ୟକ୍ଷତା କରିଥିଲେ | ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ , ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ , ଡେପୁଟି କଲେକ୍ଟର ରାଜେନ୍ଦ୍ର ନାୟକ ମଞ୍ଚରେ ଉପସ୍ଥିତି ଥିଲେ | ବିଭିନ୍ନ ଛାତ୍ର ଛାତ୍ରୀ , ମହିଳା,

ଅନୁଷ୍ଠାନ ମାନଙ୍କର ବିଶିଷ୍ଠ ବ୍ୟକ୍ତି , ଜିଲ୍ଲାର ଅଧିକାରୀଗଣ ୱାକାଥନ ରେ ଭାଗ ନେଇଥିଲେ | ଏହି ସଚେତନତା ରାଲି ଚିଲଡ୍ରେନ୍ସ ପାର୍କ ଠାରୁ  ବଲାଙ୍ଗିର ମହିଳା ମହାବିଦ୍ୟାଳୟ ଯାଏଁ ଆସିଥିଲା | ଭୋଟର ସଚେତନତା ତଥା ସଠିକ ମତଦାନ ର ନାରା ସହ ସମସ୍ତେ ସହର ଭ୍ରମଣ କରିଥିଲେ | ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ପଥୋତ୍ସବ ରେ ଏକ ସଭା ଅନୁଷ୍ଠିତ ହେଇଥିଲା | ଜିଲ୍ଲାପାଳ ମୁଖ୍ୟ ଅତିଥି ଭାବେ ମତଦାନ ପାଇଁ ସ୍ୱୟଂ ନିଜ ତରଫରୁ ନାମ ପଞ୍ଜିକରଣ କରିବାକୁ ଅନୁରୋଧ କରିଥିଲେ | ସୁସ୍ଥ ନିର୍ବାଚନ ପାଇଁ ସଠିକ ତଥ୍ୟ ଏବଂ  ନିର୍ଭୁଲ ଭୋଟର ତାଲିକା ନିତାନ୍ତ ଜରୁରୀ | ତେଣୁ କୌଣସି ଭୁଲ କୁ ଏହି ଅଭିଯାନ ରେ ସଂଶୋଧନ କରିବାକୁ ଆହ୍ୱାନ କରିଥିଲେ | ଏଥିପାଇଁ ନିର୍ବାଚନ କମିଶନଙ୍କ ତରଫରୁ ଚାରୋଟି ଫର୍ମ ରେ ଆବେଦନ କରିହେବ | ଫର୍ମ ୬ ରେ ଭୋଟର ପଞ୍ଜିକରଣ , ଫର୍ମ ୭ ରେ ନାମ ଅପସାରଣ , ଫର୍ମ ୮ ରେ ସବିଶେଷ ସଂଶୋଧନ ତଥା ଫର୍ମ ୬ବି ରେ ଆଧାର ଭୋଟର ପରିଚୟ କାର୍ଡ ଲିଙ୍କ କରିହେବ ବୋଲି କହିଥିଲେ | ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ନିମନ୍ତେ ଆସନ୍ତା ନଭେମ୍ବର ମାସ ୨ / ୧୦ / ୧୬ / ୨୪  ତାରିଖ ବୁଥସ୍ତରୀୟ ଅଧିକାରୀଙ୍କ ନିକଟସ୍ଥ ବୁଥରେ ରହି ଆବେଦନ

ଗ୍ରହଣ କରିବ | ଭୋଟର ହେଲ୍ପଲାଇନ ଆପ ଜରିଆରେ ମଧ୍ୟ ଘରେ ବସି ଜଣେ ଆବେଦନ କରିପାରିବେ | କୌଣସି ଅସୁବିଧା ର ସମ୍ମୁଖୀନ ହେଲେ ସେମାନେ ନିଶୁକ୍ଲ ୧୯୫୦ ରେ କଥା ହୋଇ ସମାଧାନ କରିପାରିବେ | ଏହି ପ୍ରକ୍ରିୟା ଆଜିଠାରୁ ଆସନ୍ତା ୨୮ ନଭେମ୍ବର ଯାଏଁ ଚାଲିବ | କାର୍ଯ୍ୟକ୍ରମ ଶେଷରେ ଝୋଟି ,ରଙ୍ଗୋଲି ତଥା ହସ୍ତାକ୍ଷର ଅଭିଯାନ କରାଯାଇଥିଲା | ଶେଷରେ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ବଲାଙ୍ଗିର ଉପଜିଲ୍ଲାପାଳ  ଶ୍ରୀ ପଟେଲ ଧନ୍ୟବାଦ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like