-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ରାଜ୍ୟ

ଜୁନିଅର୍ ରେଡକ୍ରସ କାଉନସିଲରଙ୍କ ଏକଦିବସୀୟ ପ୍ରଶିକ୍ଷଣ ଅନୁଷ୍ଠିତ

30-Oct-2024



ବରଗଡ଼ ଜିଲ୍ଲା ଅନ୍ତର୍ଗତ କଟାପାଲି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୁନିଅର୍ ରେଡକ୍ରସ କାଉନସିଲରଙ୍କ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ରେ଼ଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା ଆନୁକୂଲ୍ୟରେ ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ଅମ୍ବାଭୋନା, ଭଟଲି ଏବଂ ବରଗଡ଼ ବ୍ଲକର ଜୁନିଅର୍ ରେଡକ୍ରସର ପରାମର୍ଶଦାତା ଶିକ୍ଷକ ଅଂଶଗ୍ରହଣ କରିଥିଲେ।ବିଦ୍ୟାଳୟର ପ୍ରଧାନଶିକ୍ଷକ ପହଣ୍ଡି ବିଜୟ ମେହେରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବେ ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ସାହୁ, ସମ୍ମାନିତ ଅତିଥି ଭାବେ ଭଟଲି ବ୍ଲକ ଶିକ୍ଷା ଅଧିକାରୀ ସରୋଜ ଭୁଏ ଯୋଗ ଦେଇଥିଲେ। ଅତିଥିବୃନ୍ଦ ନିଃସ୍ଵାର୍ଥପର ଭାବରେ ଜନ କଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା ପାଇଁ ସମସ୍ତଙ୍କୁ ଉତ୍ସାହିତ କରିଥିଲେ।ସାଧନ କର୍ମୀ ଭାବରେ ହେମନ୍ତ କୁମାର ସାମଲ,ଧର୍ମରାଜ ପ୍ରଧାନ, ମନୋଜ କୁମାର ସାହୁ,ମନୋହର ଦାଶ, ଶିକ୍ଷୟିତ୍ରୀ ଶୁଭଶ୍ରୀ ଭୋଇ ଯୋଗ ଦେଇ ହେନେରୀ ଡୁନାଣ୍ଟଙ୍କ ଜୀବନୀ ଏବଂ ଜୁନିଅର ରେଡ କ୍ରସର କାଉନସିଲରଙ୍କ ଦାୟିତ୍ବ ବିଷୟରେ ସୂଚନା ପ୍ରଦାନ କରିଥିଲେ। ବରଗଡ଼ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ହେମନ୍ତ କୁମାର ସାମଲ ପ୍ରଶିକ୍ଷଣର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ପ୍ରାଥମିକ ସହାୟତାର ଆବଶ୍ୟକତା ଓ ଦୁର୍ଘଟଣା କ୍ଷେତ୍ରରେ ରିକୋଭରି ଅବସ୍ଥା କିପରି ଆଣିହେବ ସେଥିନିମନ୍ତେ ଅତ୍ୟାବଶ୍ୟକ ଉପାୟଗୁଡିକ ପ୍ରଦର୍ଶନ କରିଥିଲେ।ଜୁନିଅର ରେଡକ୍ରସର ବ୍ଲକ ସଂଯୋଜକ ଏବଂ ସହ ସଂଯୋଜକ ଭାବରେ ଅମ୍ବାଭୋନା ବ୍ଲକରୁ ସଞ୍ଜୟ ଖମାରୀ ଏବଂ ବାସନ୍ତୀ ଜ୍ୟୋସ୍ନାରାଣୀ ସାହୁ ,ଭଟଲି ବ୍ଲକରୁ ଜ୍ୟୋତ୍ସ୍ନା ମହାନନ୍ଦ ଏବଂ ଚନ୍ଦ୍ରମଣି ସାହୁ ,ବରଗଡ଼ ବ୍ଲକରୁ ଶତୃଘ୍ନ ମହାନନ୍ଦ ଏବଂ ଅଶୋକ ସାହୁ ମନୋନୀତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like