-+91-9937148622 |

prerana_bgr@rediffmail.com |

  Monday 12th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    (12-May-2025)       ||      ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   (12-May-2025)       ||      ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   (12-May-2025)       ||      କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   (12-May-2025)       ||      ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   (12-May-2025)       ||      ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   (12-May-2025)       ||      ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   (12-May-2025)       ||      ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   (12-May-2025)       ||      ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି    (12-May-2025)       ||      ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   (12-May-2025)       ||      ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   (11-May-2025)       ||      ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   (11-May-2025)       ||      ଗ୍ରୀଷ୍ମ କାଳୀନ ସ୍ବତନ୍ତ୍ର ରକ୍ତଦାନ ଶିବିର ଆୟୋଜିତ   (11-May-2025)       ||      ନୃସିଂହଚତୁର୍ଦ୍ଦଶୀ ରେ ଲକ୍ଷେ ବେଳପତ୍ର ସମର୍ପଣ ସହ ପୂଜା   (11-May-2025)       ||      ମାଟ୍ରିକ୍ ଏ–୧ରେ କୃତକାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା   (11-May-2025)       ||      ସୋନପୁର ଠାରେ ନିଶୁଳ୍କ ଯୋଗ ବିଜ୍ଞାନ ଓ ଧ୍ୟାନ ଶିବିର   (11-May-2025)       ||      ସାହିତ୍ଯ ପତ୍ରିକା ଉଚ୍ଚାଙ୍ଗ ସାହିତ୍ଯର ସ୍ବର "ସ୍ରୋତସ୍ବତୀ"  ର ଖରା ସଂଖ୍ୟା  ଲୋକାର୍ପିତ    (11-May-2025)       ||      ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ପକ୍ଷରୁ ବାର୍ଷିକୋତ୍ସବ; ସାରସ୍ଵତ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ରେ ଭାଗନେଲେ ବହୁ କବି ଓ ସାହିତ୍ୟପ୍ରେମୀ    (11-May-2025)       ||      ୫କୁଇଣ୍ଟାଲ ରୁ ଉର୍ଦ୍ଧ୍ଵ ଗଞ୍ଜାଇ ସହ ମେକ୍ସ ପିକ୍ଅପ ଜବତ,ଆସାମୀ ଫେରାର   (11-May-2025)       ||      ଦୁର୍ନୀତିର ଖଜୁରୀଗଛ ସମବାୟ ବିଭାଗ: ମଞ୍ଜି ପୋତି ବଢାଇଥାନ୍ତି ମନ୍ତ୍ରୀ ଓ ଅଧିକାରୀ; କର୍ମଚାରୀଙ୍କ ନିଯୁକ୍ତିଠାରୁ ମିଥ୍ୟାଧାନକିଣା , କମିଟି ଓ ଚାଷୀଶୋଷଣର ରାକେଟ୍    (11-May-2025)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ସରକାରୀ ଯୋଜନା ପ୍ରସାରଣ ଏଲଇଡି ଅଚଳ

30-Oct-2024



ନବରଙ୍ଗପୁର :(-ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ସାମନାରେ ସରକାରୀ ଯୋଜନା ସହ ସଚେତନତା ବାର୍ତ୍ତା ପ୍ରଚାର ଓ ପ୍ରସାର  ନିମନ୍ତେ ଲାଗିଥିବା ଏଲଇଡି ମାତ୍ର ୨ ମାସରେ ମଧ୍ୟରେ ଅଚଳ ହୋଇଯାଇଛି। ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଲକ୍ଷାଧିକ ଲକ୍ଷାଧିକ ଟଙ୍କା ବ୍ୟୟରେ ଲଗାଯାଇଥିବା ଏଲଇଡି କାର୍ଯ୍ୟକ୍ଷମ ହେବାର ମାତ୍ର କେଇଦିନ ମଧ୍ୟରେ ଅଚଳ ହୋଇପଡିଛି। ନୂତନ ସରକାର ଗଠନ ପରେ ଏହାକୁ କାର୍ଯ୍ୟକ୍ଷମ କରାଯାଇଥିଲେ ମଧ୍ୟ ମାତ୍ର ବହୁ ମୂଲ୍ୟରେ ମୂଲ୍ୟବାନ ଏଲଇଡି ଅଚଳ ହୋଇଯାଇଛି । ସରକାରକା ମାଲ ଦରିଆମେ ଡାଲ ନୀତିରେ ଏପରି ପରିସ୍ଥିତି ଉପୁଜି ଥିବାବେଳେ ତୁରନ୍ତ ଅଚଳ ଏଲଇଡିକୁ 
 କାର୍ଯ୍ୟକ୍ଷମ  କରିବାକୁ ସାଧାରଣରେ ଦାବି ହେଉଛି।କାରଣ କୌଣସି ସରକାରୀ ଯୋଜନା ବିଷୟରେ ସୂଚନା ପାଇ ପାରୁ ନାହାନ୍ତି ସ୍ଥାନୀୟ ବାସିନ୍ଦା ମାନେ। ଖାଲି ଏତିକି ନୁହଁ ବ୍ଲକର କୌଣସି ଜନ ହିତକର ଯୋଜନା ବିଷୟରରେ ମଧ୍ୟ  ବ୍ଲକ କର୍ମଚାରୀ ମାନେ ଜଣସାଧାରଣ  ଓ ସାମ୍ବାଦିକ 
ମାନଙ୍କୁ ଜଣାଉ ନାହାନ୍ତି। ସାମ୍ବାଦିକ ମାନଙ୍କୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଉଥିବାରୁ ପାଚାର ପ୍ରସାରର ମଧ୍ୟ ଅଭାବ ହେଉଛି। ଏଥିପ୍ରତି ସ୍ଥାନୀୟ ବ୍ଲକ ଗୋଷ୍ଠୀ ଉନୟନ ଅଧିକାରୀ ଦୃଷ୍ଟି ଦେବାପାଇଁ ବୁଦ୍ଧିଯିବି ମହଲ ରେ 
ଚର୍ଚ୍ଚା ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    12-May-2025
  ଜିଲ୍ଲା  
ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   12-May-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   12-May-2025
  ଜିଲ୍ଲା  
କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   12-May-2025
  ଜିଲ୍ଲା  
ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   12-May-2025
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   12-May-2025
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   12-May-2025
  ଜିଲ୍ଲା  
ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   12-May-2025
  ଜିଲ୍ଲା  
ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି   12-May-2025
  ଜିଲ୍ଲା  
ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   12-May-2025
  ଜିଲ୍ଲା  
ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   11-May-2025
  ଜିଲ୍ଲା  
ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   11-May-2025

You Might Also Like