-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ପଂଚାୟତ ରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ସଚେତନତା କାର୍ଯ୍ୟକ୍ରମ

04-Nov-2024



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଲୋଇସିଂହା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯକ୍ରମ ରେ ଲୋଇସିଂହା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅକ୍ଷୟପାଣି ଉଦ୍ଦୁ ଯୋଗ ଦେଇଥିବା ବେଳେ ତାଙ୍କ ସହିତ ଲୋଇସିଂହା ଏବିଡ଼ିଓ ଶ୍ରୀ ରାଜେନ୍ଦ୍ର ବାବୁ, ସିଡିପିଓ ଶ୍ରୀମତୀ ଗାୟତ୍ରୀ ବାରିକ, ଜିପିଓ କିଶୋରଚନ୍ଦ୍ର ମାନସିଂହ, ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ ସମେତ ଅନ୍ୟାନ୍ୟ ବିଭାଗ ର ଅଧିକାରୀ, ଏ. ଇ, ଯେ. ଇ ମାନ ଉପସ୍ଥିତ ଥିଲେ l ବିଶେଷ କରି ବ୍ଲକ୍ ର ବିଭିନ୍ନ ବିଭାଗ ଯଥା ଜଳ ଓ ପରିମଳ, ଭତ୍ତା, ମନରେଗା, ଆବାସ ଗୃହ, ଘର ଡିହ, ମତ୍ସ୍ୟ, ପଶୁ, କୃଷି, ଉଦ୍ୟାନ , ରାସନ୍ କାର୍ଡ ଉପରେ ଅନେକ ଅଭିଯୋଗ ଆସିଥିବା ବେଳେ ଉକ୍ତ ବିଭାଗର ସମସ୍ତ ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ। ଆଜିର ଜନ ଶୁଣାଣି ଶିବିରଟି ଅନେକ ବିଭାଗ ଉପରେ ଅଭିଯୋଗ ଦରଖାସ୍ତ ଗ୍ରହଣ ହୋଇଥିଲା l ଅଭିଯୋଗ ଶୁଣାଣୀ ଶିବିର ସମୟ ଶେଷ ହେବା ସତ୍ୱେ ଅନେକ ଲୋକ ଶିବିର କୁ ଆସୁଥିବାର ଦେଖିବାକୁ ମିଳିଥିଲା l ବିଶେଷ କରି ପ୍ରଧାନମନ୍ତ୍ରୀ ଆବାସ, ଗୃହ ଉପରେ ସର୍ବ ମୋଟ 224 ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ବେଳେ ଅନ୍ୟାନ୍ୟ ଉପରେ 46 ଟି ଅଭିଯୋଗ ପଞ୍ଜିକରଣ ହୋଇଥିବା ସରପଞ୍ଚ ଶ୍ରୀଯୁକ୍ତ ନବକିଶୋର ନାଏକ ସୂଚନା ଦେଇଛନ୍ତି l ଆଜିର ଏହି ଅଭିଯୋଗ ଶୁଣାଣୀ ଶିବିର ସରପଞ୍ଚ ଶ୍ରୀଯୁକ୍ତ ନାଏକ ଙ୍କ ସହିତ ସମସ୍ତ ୱାର୍ଡ ସଭ୍ୟ ସଭ୍ୟା, ସମିତି ସଭ୍ୟ, ଗ୍ରାମ ରୋଜଗାର ସେବକ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ଯୋଗାଣ ସହାୟକ ଉପସ୍ଥିତ ରହି ଉକ୍ତ ଜନ ଶୁଣାଣି କାର୍ଯ୍ୟକ୍ରମ କୁ ସାଫଲ୍ୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026

You Might Also Like