-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||     

HOME   ଜିଲ୍ଲା

ବିପର୍ଯ୍ୟୟ ପରିଚାଳନା ପ୍ରତିଯୋଗିତାତାରେ ସମଗ୍ର ଓଡ଼ିଶା ରେ ବଲାଙ୍ଗିର ଆପଦା ମିତ୍ର ଟିମ୍ ପ୍ରଥମ 

06-Nov-2024



ବଲାଙ୍ଗୀର(ପ୍ରେରଣା ଖବର) ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ ଜୋନ ର ଜିଲ୍ଲାମାନଂକ ମଧ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କୁ ନେଇ ଓସ୍ଡମା  ତରଫ ରୁ ରେସକ୍ୟୁ ଏଣ୍ଡ ରିସେର୍ଚ୍ଚ ଏଣ୍ଡ ଫାଷ୍ଟ ଏଡ଼  କୁ ନେଇ ଏକ ପ୍ରତିଯୋଗିତା ହୋଇଥିଲା l ସେଥିରେ  ବଲାଙ୍ଗୀର ଜିଲ୍ଲା ଟିମ୍  ଚମ୍ପିୟାନ  ହୋଇଥିଲେ, ବଲାଙ୍ଗିର ଟିମ୍ ରେ। ସତ୍ୟନାରାୟଣ ହୋତା (ଟିମ୍ ଲିଡର),  ସନତ ପଟେଲ , ସୂର୍ଯ୍ୟ ମିଶ୍ର, ସଂକେତ ସାହୁ, ଦୁଃଖିଶ୍ୟମ୍ ମାଲିକ, ପଙ୍କଜ କାଳସାଏ , ଆକାଶ ସହୁ, ଲତା କୁମ୍ଭାର, ଜାନକୀ ପଟେଲ, ପ୍ରିୟା ଦାସ ଆପଦା ମିତ୍ର ସ୍ବେଛାସେବୀ ରହିଥିଲେ l 
ରବୀନ୍ଦ୍ର ମଣ୍ଡପ, ଭୁବନେଶ୍ୱର ଠାରେ ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ ଅବସରରେ ବଲାଙ୍ଗିର ଜିଲ୍ଲାର ବିପର୍ଯ୍ୟୟ ପରିଚାଳନା ଯୋଜନା ଓ ଆପଦା ମିତ୍ର ସ୍ବେଛାସେବୀ ତଥା ବଲାଙ୍ଗୀର ଟିମ୍  ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି  ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଏଥରିଟି  ତରଫରୁ ପୁରସ୍କୃତ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like