-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଲାଇନ୍ ରେ କଟି ମହିଳାଙ୍କ ଆତ୍ମହତ୍ୟା   (06-Dec-2024)       ||      ହିନ୍ଦୁ ସୁରକ୍ଷା ମଞ୍ଚ ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ   (06-Dec-2024)       ||      ରେଢ଼ାଖୋଲ ଥାନା ଅଞ୍ଚଳରେ ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ , ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଗିରଫ   (06-Dec-2024)       ||      ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||     

HOME   ରାଜ୍ୟ

ଅତାବିରା ରେ ଦୁଇଟି କେନ୍ଦ୍ରରେ ବୃତ୍ତି ପରୀକ୍ଷା, ୨୮୬ ଛାତ୍ରଛାତ୍ରୀ ଦେଲେ ପରୀକ୍ଷା

07-Nov-2024



ବରଗଡ଼/ଅତାବିରା(ଆକାଶ ମିଶ୍ର): ଅତାବିରା ବ୍ଲକର ୨ଟି ପରୀକ୍ଷା କେନ୍ଦ୍ରରେ ଆଜି ପଞ୍ଚମ ଓ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀ  ଙ୍କ ପାଇଁ  ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି ।  ପଞ୍ଚମ ଶ୍ରେଣୀ ପାଇଁ  ଅତାବିରା  ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୧୩୨ ଜଣ ପରୀକ୍ଷା ଦେଇ ଥିଲେ । ସେହିପରି ତୃତୀୟ ଶ୍ରେଣୀ ପାଇଁ  ଅତାବିରା ଉଚ୍ଚବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୧୫୪ ଜଣ ପରୀକ୍ଷା ଦେଇଥିଲେ। ପରୀକ୍ଷା କେନ୍ଦ୍ର ପରିଚାଳକ ଭାବେ   ଉଭୟ ବିଦ୍ୟାଜୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା ଓ ମନୋଜ ହରପାଲ୍ ରହି ପରୀକ୍ଷା  ପରିଚାଳନା କରିଥିଲେ।ସକାଳ ୧୦ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ  ଏହି ପରୀକ୍ଷା  ହୋଇଥିଲା। ଉଭୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପରୀକ୍ଷା ପରିଚାଳନାରେ  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଲାଇନ୍ ରେ କଟି ମହିଳାଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ହିନ୍ଦୁ ସୁରକ୍ଷା ମଞ୍ଚ ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ   06-Dec-2024
  ଅପରାଧ  
ରେଢ଼ାଖୋଲ ଥାନା ଅଞ୍ଚଳରେ ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ , ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଗିରଫ   06-Dec-2024
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024

You Might Also Like