-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଇନସ୍ପେକ୍ଟର୍ ସ୍ତରରେ ବଡ଼ ଅଦଳବଦଳ

07-Nov-2024



ନବରଙ୍ଗପୁର :(-ମିହିର ଶଙ୍କର ପାତ୍ର,)
ରାଜ୍ୟରେ ବିଜେପି ସରକାର ଗଠନ ପରେ ପୁଲିସ ଇନ୍‌ସ୍ପେକ୍ଟର୍ ସ୍ତରରେ ପ୍ରଥମ ଥର ବଡ଼ ଧରଣର ଅଦଳବଦଳ ହୋଇଛି । ରାଜ୍ୟରେ ୪୯ ଜଣ ପୁଲିସ ଇନପେକ୍ଟର୍‌ଙ୍କ ବଦଳି ସଂକ୍ରାନ୍ତ ନିର୍ଦ୍ଦେଶନାମା ପୁଲିସ ମୁଖ୍ୟାଳୟ ପକ୍ଷରୁ ଜାରି କରାଯାଇଛି ।ପୁଲିସ ମୁଖ୍ୟାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ନରେଶ କୁମାର ସାହୁ, ସୌମ୍ୟରଞ୍ଜନ ବିଶ୍ବାଳ, ଦୀପ୍ତିରଞ୍ଜନ ସାହୁ ଓ ରାଜେନ୍ଦ୍ର କୁମାର ମହାପାତ୍ରଙ୍କୁ କେନ୍ଦ୍ରାପଡ଼ା, ପଦ୍ମଲୋଚନ ପାଣିଗ୍ରାହୀ ଓ ପଞ୍ଚାନନ ମହାନ୍ତିଙ୍କୁ ମୟୂରଭଞ୍ଜ, ସନ୍ଧ୍ୟାରାଣୀ ସିଂହଙ୍କୁ କଟକ, ସୁଚିସ୍ମିତା ମହାନ୍ତିଙ୍କୁ ଢେଙ୍କାନାଳ, ପରମାନନ୍ଦ ଦଳାଇଙ୍କୁ ନୟାଗଡ଼, ତପନ କୁମାର ନାହକଙ୍କୁ ପୁରୀ, ପିଙ୍କି କୁମାରୀ ମୁର୍ମୁଙ୍କୁ ରାଉରକେଲା, ସିତାଂଶୁ ଶେଖର ମାନ୍ଧାତାଙ୍କୁ ଗଞ୍ଜାମ, ସନ୍ତୋଷ କୁମାର ବେହେରାଙ୍କୁ ଗଞ୍ଜାମ, ଜ୍ୟୋତିର୍ମୟୀ ସେଠୀ, ରଞ୍ଜିତ ମହାନ୍ତି ଓ ଜୟନ୍ତୀ ମଲ୍ଲିକଙ୍କୁ ଯାଜପୁର, ପ୍ରଭାସ ଚନ୍ଦ୍ର ସାହୁଙ୍କୁ ଜଗତସିଂହପୁର ବଦଳି ହୋଇଛି। ସେହିପରି ଦୀପ୍ତିରଞ୍ଜନ ବେହେରାଙ୍କୁ ଗଞ୍ଜାମ, ଦିଲ୍ଲୀପ କୁମାର ମର୍ଦରାଜ ଭୂୟାଁ ଓ ଦୁର୍ଗେଶନନ୍ଦିନୀ ମହାନ୍ତିଙ୍କୁ କଟକ, ରାଜକିଶୋର ବେହେରାଙ୍କୁ କ୍ରାଇମବ୍ରାଞ୍ଚ, ତପନ କୁମାର ପତିଙ୍କୁ କନ୍ଧମାଳ, ରମେଶ କୁମାର ପ୍ରଧାନଙ୍କୁ ଗଞ୍ଜାମ, ସୁଚିତ୍ରବିର୍ଜ୍ୟ ଦାସ, ରବିନାରାୟଣ ବେହେରା, ଅନିରୁଦ୍ଧ ନାୟକ ଓ ଅଭିମନ୍ୟୁ ନାୟକଙ୍କୁ କମିସନରେଟ୍ ପୁଲିସ, କାବୁଲି ବାରିକ, ରଶ୍ମିରଞ୍ଜନ ଦାସ ଓ ସମୀର କୁମାର ରାଉତଙ୍କୁ ଜଗତସିଂହପୁର,*ଡାବୁଗାଁ ଇନସ୍ପେକ୍ଟର୍ ସୁନିଲ କୁମାର ପ୍ରଧାନଙ୍କୁ ଗଞ୍ଜାମ,* ସୁଶାନ୍ତ କୁମାର ସାହୁଙ୍କୁ ଭଦ୍ରକ, ସୁମନ୍ତ କିଶାନଙ୍କୁ ଝାରସୁଗୁଡ଼ା, ସୁଶାନ୍ତ କୁମାର ସାହୁଙ୍କୁ ପୁରୀ ବଦଳି କରାଯାଇଛି । ସଞ୍ଜୟ କୁମାର ଜେନାଙ୍କୁ କଟକ, ରଘୁନାଥ ସ୍ବାଇଁଙ୍କୁ କମିସନରେଟ୍ ପୁଲିସ, ଶଙ୍କର ପଣ୍ଡାଙ୍କୁ ବ୍ରହ୍ମପୁର, ଦୁର୍ବାଦଳ ମେହେରଙ୍କୁ ଝାରସୁଗୁଡ଼ା, ବିଲ୍ଵମଙ୍ଗଳ ସେଠୀଙ୍କୁ ଭିଜିଲାନ୍ସ, ପ୍ରେମଜିତ ଦାସଙ୍କୁ ଜଗତସିଂହପୁର, ଗୋପାଳକୃଷ୍ଣ ଜେନାଙ୍କୁ ଭଦ୍ରକ, ଦେବଦତ୍ତ ବସ୍ତିଆଙ୍କୁ ଝାରସୁଗୁଡ଼ା, ପ୍ରକାଶ କୁମାର କରଣଙ୍କୁ ନବରଙ୍ଗପୁର, ଅଭିମନ୍ୟୁ ଦୁର୍ଗଙ୍କୁ ବରଗଡ଼, ତାପସ କୁମାର ଭୋଇଙ୍କୁ ସୁବର୍ଣ୍ଣପୁର, ଜୀବନାନନ୍ଦ ଜେନାଙ୍କୁ ଗଞ୍ଜାମ, ଶୁଭଲକ୍ଷ୍ମୀ ପୂଜାରୀଙ୍କୁ ଗଞ୍ଜାମ, ଶ୍ରଦ୍ଧାଞ୍ଜଳି ସୁବୁଦ୍ଧିଙ୍କୁ କ୍ରାଇମବ୍ରାଞ୍ଚ, ତୁସିଲ ମାଝିଙ୍କୁ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ନୂଆ ନିଯୁକ୍ତି ପ୍ରଦାନ କରାଯାଇଥିବା ପୁଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like