-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ନିର୍ବାଚନମଣ୍ଡଳୀ ବିଜେପି ପକ୍ଷରୁ ଘୁଚାଙ୍ଗି ଗ୍ରାମରେ ସଭ୍ୟ ସଦସ୍ୟତା ଅଭିଯାନ। ଯୋଗ ଦେଲେ କଣ୍ଟାମାଳ ବିଧାୟକ

07-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନମଣ୍ଡଳୀର ବରଗାଁ ପଞ୍ଚାୟତର ଘୁଚାଙ୍ଗି ଗ୍ରାମର ନିକଟସ୍ଥ ଆମ୍ବ ତୋଟା ଠାରେ ବିଜେପିର ପଞ୍ଚାୟତ ସ୍ତରୀୟ ସଭ୍ୟ ସଦସ୍ୟତା ଅଭିଯାନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଘଣ୍ଟାପଡ଼ା ବିଜେପି ମଣ୍ଡଳ ସଭାପତି ପିନାକଧର ରଣାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ଯୋଗଦେଇ ଗତ ନିର୍ବାଚନରେ ବହୁ ମାତ୍ରାରେ ଭୋଟ ଦେଇଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସଂଗେ ସଂଗେ ବିଜେପିକୁ ସୁଦୃଢ କରିବାକୁ ହେଲେ ଅଧିକରୁ ଅଧିକ ବିଜେପିର ସଦସ୍ୟତା ଆବଶ୍ୟକତା ରହିଥିବା ଉପରେ ଗୁରୁତ୍ଵାରୋପ କରିଥିଲେ। ସମସ୍ୟା ବହୁଳ ଅଞ୍ଚଳରୁ ସମସ୍ୟା ଦୂର କରିବାକୁ ହେଲେ ତୃଣମୂଳ ସ୍ତରରୁ ମଜଭୂତ କରିବାକୁ ହେବ। ତେଣୁ ବିଜେପି ସ୍ୱବିଚାର ଚିନ୍ତାଧାରାକୁ ବଜାୟ

ରଖିବାକୁ ହେଲେ ଆମକୁ  ଶତପ୍ରତିଶତ ସଭ୍ୟ ସଂଗ୍ରହ କରିବାକୁ ପଡିବ ବୋଲି ପଞ୍ଚାୟତର ଉପସ୍ଥିତ ବିଜେପି କର୍ମୀଙ୍କୁ ସମ୍ବୋଧିତ କରିଥିଲେ। ସେହିପରି କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ସଭ୍ୟ ସଦସ୍ୟତା ଅଭିଯାନର ପ୍ରଭାରୀ କେଦାରନାଥ ସାହୁ, ଜିଲ୍ଲା ବିଜେପି ଉପସଭାପତି ଚିତ୍ତରଞ୍ଜନ ପାତ୍ର, ପୂର୍ବତନ ରାଜ୍ୟ ଯୁବ ସଂପାଦକ ଓମ୍ ପ୍ରକାଶ ମିଶ୍ର, କଣ୍ଟାମାଳ ମଣ୍ଡଳ ସଭାପତି ଅନିଲ ପ୍ରଧାନ, ବରିଷ୍ଠ ନେତା ସୂର୍ଯ୍ୟଦେହୁରୀ, ବରଗାଁ ସରପଞ୍ଚ ଶ୍ରୀମତୀ ରଶ୍ମିତା ରଣା, ସମିତି ସଭ୍ୟା ଶ୍ରୀମତୀ ଅଙ୍ଗୁରୀ ତାଣ୍ଡି ପ୍ରମୁଖ ଉପସ୍ଥିତ ରହି ବିଜେପିକୁ ଯଦି ଆହୁରି ଆଗକୁ ନେବା ତା ହେଲେ ଆମକୁ ଆହୁରୀ ସଦସ୍ୟତାର ଆବଶ୍ୟକତା ରହିଥିବା ଉପରେ ଆଲୋକପାତ

କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଏସସି ମୋର୍ଚ୍ଚାର ସଭାପତି ରାମଚନ୍ଦ୍ର ତାଣ୍ଡି, ସୁଦର୍ଶନ ବଘାର, ପ୍ରଶନ୍ନ ରଣା, ଶିବ କମ୍ପ, ଅଜୟ ମହାପାତ୍ର ପ୍ରମୁଖ ଉପସ୍ଥିତିରେ ପଞ୍ଚାୟତର ବହୁ ବିଜେପି କର୍ମୀ ଉପସ୍ଥିତ ରହିଥିଲେ।ପଞ୍ଚାୟତ ଅଧିନସ୍ଥ ମଲିକୁଦ ଗ୍ରାମର ବିଜେଡି ସଦସ୍ୟ ରାଜୁ ରଣା ଦଳକୁ ପରିତ୍ୟାଗ କରି  ବିଜେପି ଦଳରେ ସାମିଲ ହେଲେ । ତାଙ୍କୁ ବିଧାୟକ ଶ୍ରୀ ଡ଼ାଙ୍ଗ ସ୍ଵାଗତ ଜଣାଇ ଦଳୀୟ ଉତ୍ତରୀୟ ପ୍ରଦାନ ଦଳରେ ସାମିଲ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like