-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||      ଏନ ଡି ୟୁ ଜେ ର ସାଧାରଣ ବୈଠକ ଓ ନୂତନ କର୍ମକର୍ତା ଚୟନ    (06-Dec-2024)       ||      ସାହିତ୍ୟ ଏକାଡେମୀର ବାଙ୍ଗାଲୁରୁ କୋଠାକୁ ତିନି ତାରକା ମାନ୍ୟତା   (05-Dec-2024)       ||      ଲରାସରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଯାପିତ        (05-Dec-2024)       ||     

HOME   ଜିଲ୍ଲା

ତାରାତାରିଣୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହା ବିଦ୍ୟାଳୟ ଭଲିବଲ ଟୁନାମେଣ୍ଟ ଅନୁଷ୍ଠିତ

07-Nov-2024



ପୁରୁଷୋତ୍ତମପୁର ସହରରେ ଥିବା ତାରା ତାରିଣୀ ମହାବିଦ୍ୟାଳୟରେ ବ୍ରହ୍ମପୁର ବିଶ୍ୱ ବିଦ୍ୟଳୟ ଆନୁକୂଲ୍ୟ ରେ ଅନ୍ତ ମହାବିଦ୍ୟାଳୟ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ ଦୁଇଦିନ ଧାରି ଚାଲିବ | ଆଜି ଓ ଆସନ୍ତା  କାଲି ହେବ | ଏହି କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗ ଦେଇ ଉଦଘାଟନ  କରିଥିଲେ | ତାରା ତାରିଣୀ ମହାବିଦ୍ୟାଳୟ ର ପରିଚାଳନା ପରିଷଦ ର ସଭାପତି ଥିବା ବାସୁଦେବ ମହାପାତ୍ର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଅଧକ୍ଷ ଡ଼ଃ ସୁରେନ୍ଦ୍ର ନାଥ ପଣ୍ଡା, ଡ଼ଃ ରମେଶ ଚନ୍ଦ୍ର ସେନାପତି, ଡ଼ଃ ପ୍ରଦୀପ କୁମାର

ସାହୁ ଓ  ବିଶ୍ୱ ବିଦ୍ୟାଳୟରୁ ଆସିଥିବା ଦୁଇ ଅତିଥି ରବିଚରଣ ମିଶ୍ର ଓ  ରାଜେଶ କୁମାର ନାହାନ୍ତି ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଶୋଭା ମଣ୍ଡନ କରିଥିଲେ | ଏହି ଉତ୍ସବରେ ଆବାହକ ମୀନ କେତନ ନାହାକ, କପିଳେଶ୍ୱର ଦାଶ, ଖେଳ ଶିକ୍ଷକ ଶିବ ପ୍ରାସାଦ ବେହେରା,  ସୁଧୀର କୁମାର ଦାଶ ପ୍ରମୁଖ ପରିଚାଳନା କରିଥିଲେ |

(ଶୁଭଙ୍କର ଦାସ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024
  ରାଜ୍ୟ  
ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   06-Dec-2024
  ଜିଲ୍ଲା  
ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    06-Dec-2024
  ରାଜ୍ୟ  
ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   06-Dec-2024

You Might Also Like