-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ଜିଲ୍ଲା

ରାମାୟଣ ନବାହ ପାରାୟଣ ଆରମ୍ଭ

07-Nov-2024



(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ହନୁମାନପଡା ସ୍ଥିତ ହନୁମାନ ମନ୍ଦିରର କାଳୀ ମଣ୍ଡପରେ ଶ୍ରୀ ରାମାୟଣ ନବାହ ପାରାୟଣ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ନଅଦିନ ଧରି ଚାଲିବ। ହନୁମାନପଡା ମହିଳା ସମିତି ଦ୍ବାରା କାର୍ତ୍ତିକ ବ୍ରତ ସହ ଏହି ବର୍ଷ ରାମାୟଣ ନବାହ ଆରମ୍ଭ ହୋଇଯାଇଛି। ଗତ କାଲି ଏକ ଭବ୍ୟ କଳସ ଯାତ୍ରାର ଆୟୋଜନ ହୋଇଥଲା।ଏହି ପାରାୟଣରେ  ଶ୍ରୀ ରବି ନାରାୟଣ ଦାଶ ଓ ତାଙ୍କର ସହ ଧର୍ମିଣୀ ଶ୍ରୀମତୀ ସଞ୍ଜୁରାଣୀ ଦାଶ କର୍ତ୍ତା ଦାୟିତ୍ଵ ତୁଲାଉଛନ୍ତି। ବ୍ୟାସକାର ଶ୍ରୀ ନାରାୟଣ ଓଝା ଓ ତାଙ୍କ ସାଥୀଙ୍କ ଦ୍ବାରା ଚମତ୍କାର ଭଜନ ତଥା ଶ୍ରୀ ରାମଙ୍କ କଥା ଏକ ଭକ୍ତିମୟ ପରିବେଶ ସୃଷ୍ଟି କରୁଛି। ମହିଳା ସମିତିର ସକ୍ରିୟ ସଦସ୍ୟା ଶ୍ରୀମତୀ ରୁକ୍ମିଣୀ ମହାପାତ୍ର,ଶ୍ରୀମତୀ ଭାରତୀ ପଟ୍ଟନାୟକ, ସୁଶ୍ରୀ ତୃପ୍ତିମୟୀ ଦାଶ, ସୁଶ୍ରୀ ମଞ୍ଜୁଲତା ପାଢ଼ୀ, ଶ୍ରୀମତୀ ଅମ୍ବିକା ନାୟକ, ଶ୍ରୀମତୀ ରୋହିଣୀ ମିଶ୍ର, ଶ୍ରୀମତୀ କଳ୍ପନା ରାଣୀ ନାଥ, ଶ୍ରୀମତୀ ରମ୍ଭା ସାହୁ, ଶ୍ରୀମତୀ ଜୟଶ୍ରୀ ଶତପଥୀ, ଶ୍ରୀମତୀ ଜ୍ୟୋତ୍ସ୍ନାରାଣୀ ପଣ୍ଡା, ଶ୍ରୀମତୀ ବିନୋଦିନୀ ହଂସ, ଶ୍ରୀମତୀ ମେନକା ଦାଶ, ଶ୍ରୀମତୀ ସୁଭାଷିନୀ ପଧାନ, ଶ୍ରୀମତୀ ସୁଷମା ପଣ୍ଡା, ଶ୍ରୀମତୀ ମୋହିନୀ ପଟ୍ଟନାୟକ ଓ ଶ୍ରୀମତୀ ଶୁଭ୍ରା ଶତପଥୀ ତଥା ଅନ୍ୟ ସଦସ୍ୟା ମାନଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ଅନୁଷ୍ଠିତ ହେଉଅଛି। ଏହି ପାରାୟଣ ଶୁଣିବା ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like