-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

କୋଶଳ କେଶରୀ ବାଳଗୋପାଳ ମିଶ୍ର ଙ୍କର ୮୪ ତମ ଜନ୍ମଦିନ ପାଳନ

10-Nov-2024



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର) ପଶ୍ଚିମ ଓଡିଶା ର ଅପ୍ରତିଦ୍ବନ୍ଦି ସଂଗ୍ରାମୀ କୋଶଳ ର ବାଘ ଶ୍ରୀମାନ ବାଳଗୋପାଳ ମିଶ୍ର ଙ୍କର ୮୪ ତମ ଜନ୍ମ ଦିନ ଅବସରରେ ଆଜି ଡୁଙ୍ଗୁରିପାଲି କୋଶଳ ସେନା  ଓ ବାଳ ଗୋପାଳ ସେନା ଏବଂ ସେବା ଫାଉଣ୍ଡେସନ ପକ୍ଷରୁ ଡୁଙ୍ଗୁରିପାଲି ଡାକ୍ତରଖାନାରେ   ରୋଗୀ ମାନଂକୁ  ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା । ଶ୍ରୀଯୁକ୍ତ ମିଶ୍ର ଙ୍କର ଆହ୍ୱାନ ରେ ପଶ୍ଚିମ ଓଡିଶା ରେ କୋଶଳ ଆନ୍ଦୋଳନ ତଥା ନୂତନ ରାଜ୍ୟ ଗଠନ ପାଇଁ ପକ୍ରିୟା ଆରମ୍ଭ ହୋଇଥିଲା , ତାଙ୍କର ପ୍ରେରଣା  ତାଙ୍କର ମାର୍ଗଦର୍ଶନ ରେ ଆଜି ଯୁବ ଓ ଛାତ୍ର  ଗୋଷ୍ଠୀ ସତନ୍ତ୍ର କୋଶଳ ରାଜ୍ୟ ପାଇଁ ସଂଗ୍ରମ କରୁଛନ୍ତି। ଶ୍ରୀଯୁକ୍ତ ମିଶ୍ର   ପାଞ୍ଚ ଥର  ଲୋଇସିଂହା ବିଧାୟକ ଓ ଗୋଟିଏ ଥର ବଲାଙ୍ଗୀର ସାଂସଦ ମଧ୍ୟ ଥିଲେ।  ସର୍ବଦା କୋଶଳlଞ୍ଚଳ ର ଉନ୍ନତି ଉପରେ ବିଧାନ ସଭା ଓ ଲୋକ ସଭା ରେ ସଂଗ୍ରlମ କରିଆସୁଥିବା ନେତା ବାଳଗୋପାଳ ମିଶ୍ର। ତେବେ ତାଙ୍କର ଜନ୍ମ ଦିନ ପାଳନ ଅବସରରେ ଫଳ ବଣ୍ଟନ କରୁଥିବା କର୍ମକର୍ତ୍ତା ମାନେ,ମୃତ୍ୟୁଞ୍ଜୟ ମିଶ୍ର ସୁବର୍ଣ୍ଣପୁର ଜିଲ୍ଲା ଟ୍ରକ ମାଲିକ ସଂଘ ସଭାପତି,ଯଦୁମଣି କୁଦେଇ କୋଶଳ ସେନା ସଭାପତି ସଙ୍ଖାଳି ସାହୁ ,ବାଳଗୋପାଳ ସେନା,ନିତା ପୁଟେଲ ସେବା ଫୋଉଡେସନ,ସୁଶାନ୍ତ ବାରିକ,ଅରବିନ୍ଦ ପୁଟେଲ,କଲିମ ଖାନ,ଦିପକ ମିଶ୍ର,ଜିତୁ ଦଣ୍ଡସେନା କୋଶଳ ସେନା,ଅନିଲ ସେଠ କୋଶଳ ସେନା,ପୁସ୍ତମ ନାଏକ, ରାହୁଲ ସାହୁ,ଉତ୍ତମ ନାଏକ,ରାଜୁ ଗୁପ୍ତା ରୋଗୀ ମାନଂକୁ ଫଳ ଓ ମିଷ୍ଟାନ ବଣ୍ଟନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like