-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଓଡ଼ିଶା ସେଲସ ରିପ୍ରେଜେଣ୍ଟିଭସ୍ ୟୁନିଅନ୍ ର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ, *ବାପୁନି ସାହୁ ଜିଲ୍ଲା ସଂପାଦକ ଓ ଵିକାଶ ପାତ୍ର ହେଲେ ଜିଲ୍ଲା ସଭାପତି

10-Nov-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି 'ଅଶ୍ରୁ' ବଲାଙ୍ଗୀର ଜିଲ୍ଲାର ବାର୍ଷିକ ସମ୍ମିଳନୀ ସ୍ଥାନୀୟ ଏଡିଫିସ୍ ମଣ୍ଡପ  ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ସମ୍ମିଳନୀରେ ସଂଗଠନର ବାର୍ଷିକ କାର୍ଯ୍ୟର ସମୀକ୍ଷା କରାଯାଇଥିଲା ଏବଂ ବାର୍ଷିକ ଆୟବ୍ୟୟର ହିସାବ ଉପସ୍ଥାପନା କରାଯାଇ ଗୃହୀତ କରା ଯାଇଥିଲା। ଏହି ସମ୍ମିଳନୀକୁ ଜିଲ୍ଲା ସଭାପତି ସାଥି ସିଦ୍ଧାର୍ଥ ମିଶ୍ର, ଜିଲ୍ଲା ଉପସଭାପତି ମନୋଜ ପସାୟତ, ରାଜ୍ୟ ଉପସଭାପତି ଅନିରୁଦ୍ଧ ମହାପାତ୍ର ପରିଚାଳନା କରିଥିଲେ। ଜିଲ୍ଲା ସମ୍ପାଦକ ବାପୁନି କୁମାର ସାହୁ ସମ୍ପାଦକୀୟ ବିବରଣୀ ପରିବେଷଣ କରିଥିଲେ। ଜିଲ୍ଲା କୋଷଧ୍ୟକ୍ଷ ସତ୍ୟନାରାୟଣ ରଥ ଆୟବ୍ୟୟ ର ହିସାବ ରଖିଥିଲେ। ରାଜ୍ୟ ଯୁଗ୍ମ ସାଧାରଣ ସମ୍ପାଦକ ଭାସ୍କର ମିଶ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜ ବକ୍ତବ୍ୟ ରଖିଥିଲେ। ମୁଖ୍ୟ ଅତିଥି ଭାବେ ଓଶ୍ରୁ ର ରାଜ୍ୟସଭାପତି ମହେନ୍ଦ୍ର ସାହୁ ଓ ରାଜ୍ୟ ସମ୍ପାଦକୀୟ ମଣ୍ଡଳୀ ସଦସ୍ୟ ପ୍ରତ୍ୟୁଷ ମିଶ୍ର ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ଶ୍ରମିକମାରଣ ନୀତି ଉପରେ ଆଲୋକପାତ କରି ଵକ୍ତବ୍ୟ ରଖିଥିଲେ। ମେଡିକାଲ ରେପ୍ରେଜେଣ୍ଟଟିଭ ମାନେ କାର୍ଯ୍ୟକ୍ଷେତ୍ରରେ ଭୋଗୁଥିବା ଦୈନନ୍ଦିନ ଅସୁବିଧା ଉପରେ ଆଲୋଚନା କରାଯାଇଥିଲା। ଏହି ସମ୍ମିଳନୀରେ ଆଗାମୀ ବର୍ଷ ପାଇଁ ନୂତନ ଜିଲ୍ଲା କମିଟି ଗଠନ କରାଯାଇଛି। ସଭାପତି ଭାବେ ସାଥି ବିକାଶ ପାତ୍ର, ଉପସଭାପତି ଭାବେ ସାଥି ମନୋଜ ପସାୟତ, ଜିଲ୍ଲା ସମ୍ପାଦକ ସାଥି ବାପୁନି କୁମାର ସାହୁ ଏବଂ କୋଷାଧ୍ୟକ୍ଷ ଭାବେ ସତ୍ୟ ନାରାୟଣ ରଥ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ସୁରୁଲାଲ ମଟlରୀ, ସତାବନ ସାହୁ, ଭାରତ ଶତପଥି, ରଘୁନାଥ ନାୟକ, ସୁଶାନ୍ତ ମିଶ୍ର, ସୁନୀଲ କୁମାର ପଣ୍ଡା, ଗିରିଶ ମିଶ୍ର, ଆକାଶ ମିଶ୍ର ସୁଧାଂଶୁ ଶେଖର ଦାସ, ଆମରନାଥ ପଲେଇ ଓ  ଲୋପନ ମିଶ୍ର ସର୍ବସମ୍ମତିରେ ନିର୍ବାଚିତ ହେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like