-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||     

HOME   ଜିଲ୍ଲା

ବକବାହାଲ ବିଦ୍ୟାଳୟରେ ତିଥି ଭୋଜନର ଶୁଭାରମ୍ଭ

11-Nov-2024



କଣ୍ଟାବାଞ୍ଜି(ପ୍ରେରଣା ଖବର):  ତୁରେକେଲା ବ୍ଳକ ଅନ୍ତର୍ଗତ ବଗବାହାଲ ପ୍ରାଥମିକ ବିଦ୍ୟାଳୟରେ କାର୍ତ୍ତିକମାସ ଶୁକ୍ଳ ପକ୍ଷ ଦଶମୀ ଶେଷ ସୋମବାର ଦିନ ତିଥି ଭୋଜନର ଶୁଭାରମ୍ଭ ହୋଇଥିଲା। ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କୁନି ସାହୁ ଛାତ୍ରଛାତ୍ରୀ ମାନଙ୍କୁ ତିଥି ଭୋଜନ ଦେବା ପାଇଁ ଆୟୋଜନ କରିଥିଲେ।ସର୍ବ ପ୍ରଥମେ ଅଁଳା ବୃକ୍ଷ ନିକଟରେ ପୂଜାର୍ଚ୍ଚନା କରାଯାଇଥିଲା।ତାପରେ ଛାତ୍ରଛାତ୍ରୀ ମାନଙ୍କୁ ଅରୁଆ ଭାତ,ଡାଲମା, ତରକାରୀ, ଖିରି,ପୁରୀ,ବୁନ୍ଦି

ଆଦି ପରସା ଯାଇଥିଲା।ଅତିଥି ମାନଙ୍କ ଉପସ୍ଥିତିରେ ଭୋଜନ ମନ୍ତ୍ର ପାଠ ପରେ ଛାତ୍ରଛାତ୍ରୀ ମାନେ ଖାଇଥିଲେ।ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଅତିରିକ୍ତ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି, ସରପଞ୍ଚ ଜଳନ୍ଧର ମହାକୁଡ,

ଅବସରପ୍ରାପ୍ତ ଶିକ୍ଷକ ରାମକୃଷ୍ଣ ସେଲମା, ଶଶୀଧର ନିଆଲ,ବୃନ୍ଦାବନ ନାଗ,ଥମିର ଛତ୍ରିଆ, ଶିକ୍ଷକ ବିରଞ୍ଚି ନାରାୟଣ ବାରିକ,ସନ୍ଦୀପ କୁମାର ପାତ୍ର, ସିଆରସିସି ପ୍ରେମରାଜ ପାଣିଗ୍ରାହୀ, ମୋହନ ବରିହା, ଦିବାନୀ ରଣା ସମେତ ଅନ୍ୟାନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।ତୁରେକେଲା କ୍ଳଷ୍ଟରର ଅନ୍ୟ ବିଦ୍ୟାଳୟ ମାନଙ୍କରେ ମଧ୍ୟ ଆଗାମୀ ଦିନରେ  ବଦାନ୍ୟ ବ୍ୟକ୍ତି ମାନେ ତିଥି ଭୋଜନ ଦେବାକୁ ଶ୍ରୀ ଦାଶ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026

You Might Also Like