-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ସହରାଟିକ୍ରା ଠାରେ ତାଲମେଣ୍ଡା ଗ୍ରାମପଞ୍ଚାୟତ ସ୍ତରୀୟ କୃଷକ ସଂଗଠନର ସମାବେଶ

11-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସହରାଟିକ୍ରା ମାର୍କେଟୟାଡ଼ ଠାରେ ଆଜି ତାଳମେଣ୍ଡା ଗ୍ରାମ ପଞ୍ଚାୟତ ସ୍ତରୀୟ କୃଷକ ସଂଗଠନ ର ଆହ୍ବାନ କ୍ରମେ ଏକ ଚାଷୀ ସମାବେଶ ଆୟୋଜନ କରାଯାଇଥିଲା। ସଭାପତି ବୃନ୍ଦାବନ ସାହୁଙ୍କ ଆବାହକତ୍ବ ତଥା ନନ୍ଦିଘୋଷ ମିଶ୍ର ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି ବୈଠକ ରେ ସଂଯୁକ୍ତ କୃଷକ ସଙ୍ଗଠନ ର ଉପଦେଷ୍ଟା ରମେଶ ମହାପାତ୍ର, ଉତ୍ପନ୍ନ କୁମାର ଭୋଇ ଓ ଭେଡେନବ୍ଲକ କୃଷକ ସଂଗଠନ ର ସମ୍ପାଦକ ସୁଦାମ ପାତ୍ର ଯୋଗ ଦେଇଥିଲେ। ବୈଠକ ରେ ଚଳିତ ଖରିଫ ଋତୁ ରେ ଚାଷୀ ସମ୍ମୁଖୀନ ହେବାକୁ ଥିବା ସମସ୍ୟା ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇଛି। ମୁଖ୍ୟତଃ ଧାନ ବିକ୍ରି ଯେମିତି ସ୍ୱଚ୍ଛ ନିର୍ମଳ ଭାବେ ହୋଇପାରିବ ତଥା ବେପାରୀ ଷଡଯନ୍ତ୍ର ନ ରହିବ ସେ ସଂକ୍ରାନ୍ତରେ ବିଷାଦ ଚର୍ଚ୍ଚା ହୋଇ ଆବଶ୍ୟକ ସ୍ଥଳେ ଆନ୍ଦୋଳନ ମଧ୍ୟ୍ୟ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଆସନ୍ତା 18 ନଭେମ୍ବର ହେବାକୁଥିବା ମିଗ ଜୋମ ଜନିତ ଫସଲ ବୀମା କ୍ଷତିପୂରଣ ଦାବିରେ ରେଳ ରୋକ ଆନ୍ଦୋଳନ କୁ ତୀବ୍ର କରାଯିବ ସେ ବିଷୟରେ ସମସ୍ତେ ପ୍ରସ୍ତୁତ ଥିବା ଜଣା ପଡିଥିଲା। ପରେ ସହରାଟିକ୍ରା ମଣ୍ଡି ପରିଚାଳନା ପାଇଁ ଗୋଟିଏ କମିଟି ଗଠନ କରାଗଲା କମିଟି ରେ ପୂର୍ବରୁ ଥିବା କର୍ମ କର୍ତ୍ତା ମାନଙ୍କୁ ପୁନଃ ମନୋନୀତ କରାଯାଇଛି। ସଭାରେ ଲୋକନାଥ ଦାସ ଧନ୍ୟବାଦ ଦେଇ ସଭାସଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like