-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ବିଧବା ଙ୍କୁ ଦୁଷ୍କର୍ମ କରି ଭିଡ଼ିଓ ଭାଇରାଲ କରିଥିବା ଯୋଗାଣ ସହାୟକ ଗିରଫ ପରେ କୋର୍ଟ ଚାଲାଣ

12-Nov-2024



ଆଗଲପୁର, (ପ୍ରେରଣା ଖବର) କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବୁଦୁଲା ପଂଚାୟତ ରେ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା l ବୁଦୁଲା ଗ୍ରାମ ପଂଚାୟତ ର ଯୋଗାଣ ସହାୟକ ଗିରିଶ ଚନ୍ଦ୍ର ସାହୁ ଗୋଟିଏ ବର୍ଷ ପୂର୍ବରୁ ଜଣେ ବିଧବା ମହିଳା ଙ୍କୁ ଚାଉଳ କାର୍ଡ କରିଦେବା ନାଁ ରେ ପଂଚାୟତ କାର୍ଯ୍ୟାଳୟ କୁ ଡାକି  ଦୁଷ୍କର୍ମ କରିବା ସହ ଅନ୍ତରଙ୍ଗ ମୁହୂର୍ତ୍ତ ର ଭିଡ଼ିଓ ନିଜ ମୋବାଇଲ ରେ ଉଠାଇ ରଖିଥିଲେ l କିଛି ଦିନ ତଳେ ପୁଣି ଉକ୍ତ ବିଧବା ମହିଳା ଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ଯୋଗାଣ ସହାୟକ  ଡାକିଥିଲେ l ମହିଳା ଜଣକ ମନା କରିବାରୁ ମୋବାଇଲ ରେ ଉଠାଇଥିବା ଭିଡିଓ ଭାଇରଲ କରାଯିବ ବୋଲି ଯୋଗାଣ ସହାୟକ ଗିରିଶ ଚନ୍ଦ୍ର ସାହୁ ଏବଂ ତାଙ୍କ ସାଙ୍ଗ ସୁବଳ ବିଶ୍ୱାଳ ମହିଳା ଙ୍କୁ ଧମକ ଦେବା ସହ ଅନ୍ତରଙ୍ଗ ମୁହୂର୍ତ୍ତ ର ଭିଡିଓ ଭାଇରାଲ କରିଥିଲେ l ଗତ ଦୁଇ ତାରିଖ ଦିନ ଗିରିଶ ଏବଂ ସୁବଳ ମିଶି ମହିଳା ଙ୍କ ଆପତ୍ତିଜନକ ଭିଡିଓ ଭାଇରଲ କରିଥିବା ମହିଳା ଜାଣିବାକୁ ପାଇଲେ l ସେହିଦିନ ସେ ପଂଚାୟତ କାର୍ଯ୍ୟାଳୟ କୁ ଯାଇ ପ୍ରତିବାଦ କରିବା ସହ  ଯୋଗାଣ ସହାୟକ ଙ୍କୁ ଚପଲ ରେ ପିଟିଥିଲେ l ଯାହାର ଏକ ଭିଡ଼ିଓ ଭାଇରାଲ ହୋଇଥିଲା l ଏହାଛଡା ସେଠାରେ ଉପସ୍ଥିତ ଥିବା ଯୋଗାଣ ସହାୟକ  ଙ୍କ ସହଯୋଗୀ ମହିଳା ଙ୍କ ମୁଣ୍ଡ ରେ ବାରମ୍ବାର ଆକ୍ରମଣ କରିବା ଫଳରେ ମହିଳା ଜଣକ ଚେତାଶୂନ୍ୟ ହୋଇପଡ଼ିଥିଲେ l ପରେ ମହିଳା ଙ୍କୁ ୧୦୮ ଆମ୍ବୁଲାନ୍ସ ରେ ଆଗଲପୁର ଡାକ୍ତରଖାନା କୁ ନିଆଯାଇଥିଲା ପରେ ଉଚ୍ଚ ମାନର ଚିକିତ୍ସା ପାଇଁ ବଲାଙ୍ଗୀର ଭୀମଭୋଇ ଡାକ୍ତର ଖାନା କୁ ନିଆଯାଇଥିଲା l ଡାକ୍ତର ଖାନା ରୁ ଘରକୁ ଫେରିବା ପରେ ମହିଳା ଜଣକ ଆଗଲପୁର ଥାନା ରେ ଅଭିଯୋଗ କରି ନ୍ୟାୟ ଭିକ୍ଷା କରିଥିଲେ l ଏ ନେଇ ଆଗଲପୁର ପୋଲିସ ୧୮୬/୨୪ ରେ ଏକ ମାମଲା ରୁଜୁ କରାଗଲା l ଏହାର ତଦନ୍ତ ଦାୟିତ୍ୱ ରେ ଥିଲେ ବଲାଙ୍ଗୀର ଏସଡିପିଓ l ଫେରାର ଥିବା ଅଭିଯୁକ୍ତ ଦ୍ବୟ ଙ୍କୁ ଧରିବାକୁ ଉଦ୍ୟମ ଜାରି ରହିଲା l ଗତକାଲି ଯୋଗାଣ ସହାୟକ ଗିରିଶ ଚନ୍ଦ୍ର ସାହୁ ଙ୍କୁ ପୋଲିସ ଛତିଶଗଡ ସିଂଗୁଡା ଥାନା ଅଂଚଳ ରୁ ଧରାଗଲା ବୋଲି ଆଗଲପୁର ଥାନା ଅଧିକାରୀ ଶ୍ରୀଯୁକ୍ତ ବାସୁଦେବ ଭୋଇ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like