-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||      ଏନ ଡି ୟୁ ଜେ ର ସାଧାରଣ ବୈଠକ ଓ ନୂତନ କର୍ମକର୍ତା ଚୟନ    (06-Dec-2024)       ||      ସାହିତ୍ୟ ଏକାଡେମୀର ବାଙ୍ଗାଲୁରୁ କୋଠାକୁ ତିନି ତାରକା ମାନ୍ୟତା   (05-Dec-2024)       ||      ଲରାସରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଯାପିତ        (05-Dec-2024)       ||     

HOME   ଜିଲ୍ଲା

ଶିଶୁ ଶ୍ରମିକ(ନାବାଳିକା)ଙ୍କୁ କମ ମୂଲ୍ୟ ଦେଇ କାର୍ଯ୍ୟରେ ନିୟୋଜିତ କରି ମାଲେମାଲ ହେଉଛନ୍ତି ଠିକାଦାର

13-Nov-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ - ମାଇଦଲପୁର ପୂର୍ତ୍ତ ବିଭାଗ ତରଫରୁ ରାସ୍ତା କାମ ଏଵଂ ଡ୍ରେନ କାମ ରେ କମ୍ ବୟସର  (ଦଶମ ଶ୍ରେଣୀ ପଡ଼ିଥିବା )ନାବାଳିକା ମାନେ କାର୍ଯ୍ଯ କରୁଥିବା ଦେଖିବକୁ ମିଳୁଛି । ଏହି ବିଷୟରେ ଉକ୍ତ ବିଭାଗ ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଙ୍କୁ ପଚାରିବାରୁ  ସେ କାର୍ଯ୍ଯ ଆରମ୍ଭ ହେବା ପୂର୍ବରୁ ଏହି ବିଷୟରେ ଠିକାଦାର ଙ୍କ ଶହ ଆଲୋଚନା କରିଥିବା କହିଥିଲେ । ଏହି କାର୍ଯ୍ଯ ସାମ୍ନାକୁ ଆସିବା ପରେ ଏହି ବିଷୟରେ ସେ ତଦନ୍ତ କରିବେ ବୋଲି କହିଥିଲେ । ସରକାର କମ୍ ବୟସ ର ପିଲାଙ୍କୁ କାର୍ଯ୍ଯ ନ କରାଇବା ପାଇଁ ଡିଣ୍ଡୁରା ପିଟୁଥିବା ବେଳେ ଏପରି କାର୍ଯ୍ଯ ସାମ୍ନାକୁ ଆସିବା କେତେ ଦୂର ଠିକ୍ । କାର୍ଯ୍ଯ ନିର୍ବାହୀ ଯନ୍ତ୍ରୀଙ୍କ କଥାକୁ ମଧ୍ୟ ଅଣଦେଖା କରି ଠିକାଦାର ଏପରି କାର୍ଯ୍ଯ କରୁଥିବା ଜନସାଧାରଣ ମତବ୍ୟକ୍ତ କରିଛନ୍ତି ।ସରକାରୀ କାର୍ଯ୍ୟରେ ସରକାରଙ୍କ ନିୟମକୁ ଅଣଦେଖା ଏହା କେତେଦୂର ଯୁକ୍ତି ଯୁକ୍ତ। ସୂଚନା ଥାଉକି କାର୍ଯ୍ୟକରିବା ଅବଧି ସାରିବା ପରେ ମଧ୍ୟ ରାସ୍ତା କାମ ସରୁ ନାହିଁ, ଖାଲି ଏତିକି ନୁହଁ କିଛି ସ୍ଥାନରେ ରାସ୍ତାରୁ ପିଚୁ ମଧ୍ୟ ଉଠିଲାଣି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024
  ରାଜ୍ୟ  
ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   06-Dec-2024
  ଜିଲ୍ଲା  
ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    06-Dec-2024
  ରାଜ୍ୟ  
ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   06-Dec-2024

You Might Also Like