-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବଲାଙ୍ଗୀର ଷ୍ଟେସନଠାରେ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ

13-Nov-2024



ସମ୍ବଲପୁର(ପ୍ରେରଣା ଖବର): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ୧୩ନଭେମ୍ବର ୨୦୨୪ ରେ ବଲାଙ୍ଗୀର ରେଳ ଷ୍ଟେସନରେ ଏକ ପୂର୍ଣ୍ଣମାପର ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା | ଏହି ଅଭ୍ୟାସ ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନଡିଆରଏଫ), ଓଡିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ, ସ୍ଥାନୀୟ ପ୍ରଶାସନ, ରାଜ୍ୟ ଅଗ୍ନିଶମ ସେବା, ରାଜ୍ୟ ସ୍ୱାସ୍ଥ୍ୟ

ସେବା, ରେଳ ସ୍କାଉଟ୍ସ ଆଣ୍ଡ ଗାଇଡ୍, ସ୍ଥାନୀୟ ଏନଜିଓ ଏବଂ ରେଳ ବିଭାଗର ସମସ୍ତ ବିଭାଗ ଅଂଶଗ୍ରହଣ କରିଥିଲେ। ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସମୟରେ ଆଧୁନିକ ଯନ୍ତ୍ରପାତି ଯଥା ରେଳ କୋଚ କାଟିବା ମେସିନ, ଅଗ୍ନି ନିର୍ବାପକ ଏବଂ ଶୀଘ୍ର ଚିକିତ୍ସା ସ୍ଥାନାନ୍ତର ଭଳି ଆଧୁନିକ ଉପକରଣ ଇତ୍ୟାଦି ବ୍ୟବହାର କରାଯାଇଥିଲା  I
  ସମ୍ବଲପୁର ରେଳମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଆନନ୍ଦ ସିଂହ ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସ୍ଥାନ ପରିଦର୍ଶନ କରି ସମସ୍ତ ଅଂଶଗ୍ରହଣକାରୀଙ୍କ ସହ ଯୋଗାଯୋଗ କରିଥିଲେ I ଶ୍ରୀ  ସିଂହ କହିଛନ୍ତି ଯେ ଏହି ଅଭ୍ୟାସ ରେଳବାଇ ଏବଂ ସମସ୍ତ ଅଂଶଗ୍ରହଣକାରୀ ସଂସ୍ଥାକୁ

ଯେକୌଣସି ଅପ୍ରତ୍ୟାଶିତ ପରିସ୍ଥିତିର ଗଭୀର ତଥା ସମନ୍ୱିତ ମୁକାବିଲା କରିବାରେ ସାହାଯ୍ୟ କରିବ ଯାହା ଦ୍ୱାରା ପୀଡିତଙ୍କ ଅସୁବିଧା କମ୍ ହୋଇପାରିବ ଏବଂ ସମସ୍ତ ଏଜେନ୍ସିର ପ୍ରତିକ୍ରିୟା ସମୟକୁ କମ୍ କରିବାରେ ମଧ୍ୟ ସାହାଯ୍ୟ କରିବ | ସମ୍ବଲପୁର ରେଳମଣ୍ଡଳର ବରିଷ୍ଠ ନିରାପତ୍ତା ଅଧିକାରୀ ଶ୍ରୀ ଏସ. ଏସ. ନାୟକ ବିପର୍ଯ୍ୟୟ ପରିଚାଳନାରେ ଯୋଗ ଦେଇଥିବା ସମସ୍ତ ବିଭାଗୀୟ କର୍ମକର୍ତ୍ତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like