-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ପତିଆଲପଡା ଗ୍ରାମରେ ଦ୍ବୀତୀୟ ତମ ଶ୍ରୀ ଶ୍ରୀ କାର୍ତ୍ତିକ ପୂଜନୋତ୍ସବ ପାଳିତ,

13-Nov-2024



ସିନାପାଲି  (ଚିନ୍ତାମଣି ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋର୍ଲା ଗ୍ରାମ ପଞ୍ଚାୟତ ର ପତିଆଲପଡା ଗ୍ରାମ ରେ ଶ୍ରୀ ଶ୍ରୀ କାର୍ତ୍ତିକ ମହାତ୍ମୀୟ ପୂଜା ମହାସମାରୋହରେ କଳସ ଯାତ୍ରା  ଅନୁଷ୍ଠିତ ହୋଇଯାଇଛି । ଉକ୍ତ କଲସ ଯାତ୍ରା ରେ ଗ୍ରାମର ସତାଧିକ ମହିଳା ମାନେ ଏକତ୍ରିତ ହୋଇ ଏକ ବିଶାଳ କଲସ  ଯାତ୍ରାରେ ବାହାରି  ସ୍ଥାନୀୟ  ଉଦନ୍ତୀ ନଦୀ ରେ  ପୂଜା ଅର୍ଚନା କରି  କଳସୀ ରେ ପାଣି ଉଠାଇ  ଗାଁ ପରିକ୍ରମା କରିଥିଲେ।  ସେଠାରୁ ପୂଜା ମଣ୍ଡପ ରେ ପହଂଚି କଳସ ସ୍ଥାପନ କରିଥିଲେ । ଏହି ପୂଜା ତା:୧୩/୧୧/୨୪ ଠାରୁ ତା:୧୭/୧୧/୨୪ ପର୍ଯ୍ୟନ୍ତ ଚାଲି ରହିବ ବୋଲି  କମିଟି  ପକ୍ଷରୁ  ସୂଚନା ଦେଇଛନ୍ତି ,ଉକ୍ତ ପୂଜା ର କର୍ତ୍ତା ଭାବରେ ଶ୍ରୀଯୁକ୍ତ ଟିକେଲାଲ ମାଝୀ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ଧନମତି ମାଝୀ ଦାୟିତ୍ୱ ତୁଲାଇ ଥିବା ବେଳେ ମୁଖ୍ୟ ପୂଜକ  ଭାବରେ ଶ୍ରୀଯୁକ୍ତ  ସୁଶାନ୍ତ ପାଢ଼ୀ ଓ ତାଙ୍କ ସହଯୋଗୀ  ଶ୍ରୀଯୁକ୍ତ ପବିତ୍ର ପ୍ରସାଦ ପାଢ଼ୀ ସୁନ୍ଦର ଭାବେ ରିତୀ ନିତି ର ସହିତ ପୂଜାର୍ଚ୍ଚନା କରି ଉକ୍ତ ପୂଜା ଟିକୁ ଆଗେଇ ନେଇଛନ୍ତି। କାର୍ତ୍ତିକ ମାସ ରେ ଅନେକ ହବି ଶ୍ୟାଲି ମାନେ ରିତୀ ନିତି ର ସହିତ ପ୍ରଭୁ କାର୍ତ୍ତିକେୟଙ୍କ ପୂଜାର୍ଚ୍ଚନା କରିଥାନ୍ତି। ଏହି ଯାତ୍ରାରେ ଘଣ୍ଟଦଳ ର ଘଣ୍ଟ ବାଦ୍ୟ ଓ ହୁଳହୁଳି ହରି ବୋଲ  ଧ୍ୱନିରେ ପତିଆଲପଡା ଗାଁ କମ୍ପି ଉଠିଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୂଜା କମିଟି ର ସଂପାଦକ ଶ୍ରୀଯୁକ୍ତ ଦୀନବନ୍ଧୁ ମାଝୀ,କୋଷାଧକ୍ଷ  ଶ୍ରୀଯୁକ୍ତ ଚନ୍ଦ୍ର କାନ୍ତ ମାଝୀ,ପୁର୍ବତନ ସଭାପତି  ଶ୍ରୀଯୁକ୍ତ ତୁପଲେଶ୍ଵର ମାଝୀ, ପୂଜା କମିଟି ର କର୍ମକର୍ତ୍ତା ଗଣେଷ  ମାଝୀ ,ଚନ୍ଦ୍ରଧୂଜ ମାଝୀ ,ମହେନ୍ଦ୍ର ମାଲି ,ବିଶିକେଶ ମାଝୀ ,ଭକ୍ତ କାଣ୍ଡ ,ରିଖିରାମ ମାଝୀ,ଅଭି ରାମ ମାଝୀ ଓ ସମସ୍ତ ଗ୍ରାମବାସୀ  କାର୍ଯ୍ୟକ୍ରମରେ ଯୋଗଦେଇ ସହଯୋଗ କରିଥିଲେ |ଦର୍ଶକ ମାନଙ୍କ ପାଇଁ ପ୍ରତ୍ୟେକ ରାତ୍ରରେ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷିତ ହେବ ବୋଲି  କମିଟି ତରଫରୁ ସୂଚନା ମିଳିଛି


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like