-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   (21-May-2026)       ||      ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||     

HOME   ଜିଲ୍ଲା

ପ୍ରତିଭା କପ୍ ୬୨ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

13-Nov-2024



ବଲାଙ୍ଗିର, ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଟୁମଡୋଳା ହାଇସ୍କୁଲ ପଡିଆରେ ପ୍ରତିଭା ଯୁବକ ସଂଘ ଆନୁକୁଲ୍ୟରେ ୬୨ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ କୁଟୁମଡୋଲା, ଢୁଲୁସର, ଗେର୍ଡି , ଡଙ୍ଗାଘାଟ, ବରକାନି, ଭାଲୁପିଟା, କୁସଙ୍ଗ, ଆଗଲପୁର, ତମିଆଁ ,  ଅମାମୁଣ୍ଡା, କୁସମେଲ, ସକମା, ସରଗାଡ, ନକଟାସର, ମନହିରା (୧୬ ଗୋଟି ଦଳ) ସହ ଅଂଶ ଗ୍ରହଣ କରିଛନ୍ତି । ଏହି ଉଦ୍‌ଘାଟିତ ଉତ୍ସବରେ ବଲାଙ୍ଗିର ଜିଲ୍ଲା ଅତିରିକ୍ତ ଏସ୍‌ପି (ସ୍ପେସାଲ ବ୍ରାଞ୍ଚ) ରବି ନାରାୟଣ ପାତ୍ର,ବରିଷ୍ଠ କଳାକାର ବ୍ୟାସଦେବ ପୁରୋହିତ, କ୍ରୀଡାବିତ୍ ବିଜୟ କୁମାର ଜାନି, ଆଇନଜ୍ଞ ଅରୁଣ କୁମାର ରଣା, ମୁଖ୍ୟବକ୍ତା ଅଧ୍ୟାପକ ସୁରେଶ ଚନ୍ଦ୍ର ଷଡଙ୍ଗି ଯୋଗ ଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ । ଦ୍ୱିତିୟାଦ୍ଧ ରେ ଉପଜିଲ୍ଲାପାଳ ଆଲୋକ ପଟେଲ, ଅଧ୍ୟାପକ ସୁରେଶ ଚନ୍ଦ୍ର ଷଡଙ୍ଗି, କୁଟୁମଡୋଳା କଲେଜ ଅଧ୍ୟକ୍ଷ ସଂଜୟ କୁମାର ସିଂ, ଡା. ଗଜାନନ ପଟେଲ, ତୃତୀୟ ଦିନ ପ୍ରଭାତ ରଂଜନ ମହାପାତ୍ର ପି.ଡି. ଡିଆରଡିଏ ଓ ହୃଷିକେଶ ଗଣ୍ଡ ବିଡିଓ ବଲାଙ୍ଗିର, ସହକାରୀ ଯନ୍ତ୍ରୀ ଲିୟାଂଶି ପୁଟି ପ୍ରମୁଖ ଯୋଗ ଦେଇଥିଲେ । ପ୍ରତିଭା ଯୁବକ ସଂଘର ସମସ୍ତ କର୍ମକର୍ତ୍ତା ଯୋଗ ଦେଇଥିଲେ । ସେମିଫାଇନାଲ କୁ ପ୍ରବେଶ କରିଛନ୍ତି କୁଶଙ୍ଗ, ଅମାମୁଣ୍ଡା, ସକମା ଓ କୁଟୁମଡୋଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
+୨ ପରୀକ୍ଷାରେ ବଲାଙ୍ଗୀର ଡି ଏନ ଏ ଛାତ୍ରଛାତ୍ରୀ ଙ୍କ ବାଜିମାତ୍   21-May-2026
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026

You Might Also Like