-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଗ୍ରାମଉଥାନ୍ ଦ୍ଵାରା ଯୁବ ବିକାଶ କାର୍ଯକ୍ରମ ଉଦଘାଟିତ

13-Nov-2024



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କାଦୋଦର ସ୍ଥିତ ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ  ଜିଲ୍ଲା ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉଥାନ୍ ଦ୍ଵାରା  ଯୁବ ବିକାଶ କାର୍ଯକ୍ରମ (ସମଝୋ ତୋ କାର୍ଯକ୍ରମ) ଉଦଘାଟନ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଗ୍ରାମଉଥାନ୍ ର ଯୁବ କାର୍ଯକ୍ରମ ପରିଚାଳକ  କ୍ଷିରେନ୍ଦ୍ର ରଣା ପରିଚାଳନା କରିବା ସହିତ ଯୁବ ବିକାଶ କାର୍ଯକ୍ରମ ବିଷୟରେ ବିସ୍ତୃତ ଭାବରେ ଉପସ୍ଥାପନା କରିଥିଲେ । ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ କାଦୋଦର ସରପଞ୍ଚ  ପ୍ରିୟଙ୍କା ପ୍ରିୟଦର୍ଶିନୀ ପାଢୀ, ସମ୍ମାନିତ ଅତିଥି ଭାବେ ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କାଦୋଦରର ଅଧ୍ୟକ୍ଷ  ବଲ୍ଲଭ ପୁରୋହିତ, ଗ୍ରାମଉଥାନ୍ ର ମୁଖ୍ୟ ପରିଚାଳନା ଅଧିକାରୀ ମିସ ସ୍ଵର୍ଣ୍ଣରୂପା ମିଶ୍ର, ଗ୍ରାମଉଥାନ୍ ର ସଦସ୍ୟ ମିସ ରଶ୍ମିତା ପଧାନ ଓ ଲଛିପୁର ଗ୍ରାମ ପଂଚାୟତ କଲେଜର ଇତିହାସ ଅଧ୍ୟାପକ  ଆର୍ତ୍ତତ୍ରାଣ ଦାସ ଉପସ୍ଥିତ ଥିଲେ  । ଏହା ସହିତ ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କାଦୋଦର ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇଥିଲେ । ଅତିଥି ମାନେ ଏହି କାର୍ଯକ୍ରମକୁ ଉଦ୍ଘାଟନ କରିଥିଲେ । ଶେଷରେ ଛାତ୍ରୀ ପୂଜା ବଡମାଳୀ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଯୁବ କାର୍ଯକ୍ରମ ପରିଚାଳକ ଶ୍ରୀ  ରଣା ଏହି କାର୍ଯକ୍ରମର ପ୍ରଥମ ଭାଗ ୟୁଥ ମାନଙ୍କ ସହିତ କରାଇଥିଲେ । ସେଥିରେ ଏକାଗ୍ରତା, ସମନ୍ୟୟ ଖୋଜିବା, ଗତିଶୀଳ ପରିଚୟ ଆଦାନ ପ୍ରଦାନ (ସ୍ପିଡ ଡେଟିଂ), ମୂଳଭୂତ ନିୟମ ଗଠନ, ଧୃବିକରଣ ସହ ଏକ ରୋଚକ ମୋଡ, ପ୍ରସଂଶାତ୍ମକ ଅନୁସନ୍ଧାନ, ବ୍ୟକ୍ତିଗତ ଏବଂ ସମ୍ପ୍ରଦାୟ କାର୍ଯ ସହିତ ବାସ୍ତବ ଦୁନିଆଁ ସଂଯୋଗ ବିଷୟରେ କହିଥିଲା । ଏଥିରେ ଯୁବ କାର୍ଯକ୍ରମ ପରିଚାଳକ ଶ୍ରୀ ରଣାଙ୍କୁ ମିସ ରଶ୍ମିତା ପଧାନ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like