-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ସଂସ୍କୃତ ମହାବିଦ୍ୟାଳୟରେ ରେଡ୍‌କ୍ରସର ଫାଷ୍ଟଏଡ୍ ତାଲିମ କାର୍ଯ୍ୟକ୍ରମ

13-Nov-2024



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବରିକେଲ ସ୍ଥିତ ଲାଲାଜୀ ଗୋପାଲଜୀ ସଂସ୍କୃତ ମହାବିଦ୍ୟାଳୟଠାରେ ରେଡ୍‌କ୍ରସଆନୁକୂଲ୍ୟରେ ଫାଷ୍ଟଏଡ୍ କାର୍ଯ୍ୟକ୍ରମ ତାଲିମ ଅନୁଷ୍ଠିତ ହୋଇଯାଇଛି ।ମହାବିଦ୍ୟାଳୟର ଅଧକ୍ଷ ଶ୍ରୀଯୁକ୍ତ ହରେକୃଷ୍ଣ ମିଶ୍ରଙ୍କ ସଭାପତିତ୍ବରେ ଉକ୍ତ ତାଲିମ କାର୍ଯ୍ୟକ୍ରମ ହୋଇଥିବା ବେଲେ ୟୁଥ୍ ରେଡ୍‌କ୍ରସ କାଉନସେଲର ଅଧାପକ ରମେଶ ଚନ୍ଦ୍ର ପୂଜାହାରୀ ଅତିଥି ପରିଚୟ ପ୍ରଦାନ ଓ ସ୍ୱାଗତ ସଂଭାଷଣ ପ୍ରଦାନକରିଥିଲେ । ଉପସ୍ଥିତ ମୁଖ୍ୟ ଅତିଥି ଅବସର ପ୍ରାପ୍ତ ସଂସ୍କୃତ ଶିକ୍ଷକ ସୁରେଶ ଚନ୍ଦ୍ର ଚୌହାନ ପ୍ରାଥମିକ ଉପଚାରର ଉପାଦେୟତା ପୁରାଣ ଶାସ୍ତ୍ରରୁ ଉଦାହରଣ ଦେଇ ଛାତ୍ରଛାତ୍ରୀମାନଙ୍କର ପ୍ରମୁଖ ଆବଶ୍ୟକତାକୁ ଆଲୋକପାତ କରିଥିଲେ ।

ମୁଖ୍ୟ ବକ୍ତା ଭାବରେ ଝାରବନ୍ଧ ଫଚାୟତ ଡିଗ୍ରୀ କଲେଜର ରାଜନୀତି ବିଜ୍ଞାନ ପ୍ରାଧାପକ ତଥା ୟୁଥ୍ ରେଡ୍‌କ୍ରସର ପ୍ରାଥମିକ ଉପଚାର ତାଲିମ ଅଧିକାରୀ (ରକ୍ଷକ) ଡ଼. ଖ୍ୟାତିମୟ ତ୍ରିପାଠୀ ବିଭିନ୍ନ ଦୁର୍ଘଟଣା ଓ ସଂକଟମୟ ପରିସ୍ଥିତିରେ ଜୀବନ ରକ୍ଷା ପାଇଁ ପ୍ରାଥମିକ ଉପଚାରର ବ୍ୟବହାରିକ ବିଧାନ ଶୈଳୀ ପ୍ରଦର୍ଶନ କରି ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିଥିଲେ । ପ୍ରାଧାପିକା ମନ୍ଦାକିନୀ ପାଢୀ, ସଂହିତା ବେହେରା , ବିଭୁତି ଗିରି ଛାତ୍ରଛାତ୍ରୀମାନଙ୍କୁ ୟୁଥ୍ ରେଡ୍‌କ୍ରସର ସେବା ସ୍ରୋତରେ ସାମିଲ ହେବାପାଇଁ ଆହ୍ବାନ ଦେଇଥିଲେ । ସଂଯୋଜକ ଅଧାପକ ସୀତାରାମ ସାହୁ ଫାଷ୍ଟଏଡ୍ କାର୍ଯ୍ୟକ୍ରମର ଗୁରୁତ୍ବ ଆରୋପ କରିଥିଲେ । ଶେଷରେ ଅଧାପକ ଭାଗିରଥୀ ପଣ୍ଡା ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଅଧାପକ ପୌଲସ୍ତ୍ୟ ସାହା ସମ୍ପୂର୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like