-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ବିଦ୍ୟୁତ୍ ମଜଦୁର ମହାସଂଘ ର ବରଗଡ଼ ସାଂସଦଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

13-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ଼ ଠାରେ ନିଖିଳ ଓଡିଶା ବିଦ୍ୟୁତ୍ ମଜଦୁର ମହାସଂଘ ପକ୍ଷରୁ  ବରଗଡ଼ ଲୋକସଭା ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ମହୋଦୟ ଙ୍କୁ ଏକ ସୌଜନ୍ୟମୂଳକ ସାକ୍ଷାତ କରାଯାଇଥିଲା, ସାକ୍ଷତକାର ରେ ଟାଟା ପାୱାର ଅଧୀନରେ କାର୍ଯ୍ୟ କରୁଥିବା ବିଦ୍ୟୁତ କର୍ମଚାରୀଙ୍କ ରହିଥିବା ବିଭିନ୍ନ ପ୍ରକାର ଅସୁବିଧା ସମ୍ପର୍କରେ ଆଲୋଚନା କରାଯାଇଥିଲା, ଟାଟା ପାୱାର ଠାରୁ ଠିକା ରେ ନେଉଥିବା ଠିକା ସଂସ୍ଥା ମାନଙ୍କ କର୍ମଚାରୀ ମାନଙ୍କ ପ୍ରତି ଅବହେଳା ତଥା ଶ୍ରମିକ ମାରଣ ନୀତି କୁ ସାଂସଦ ଙ୍କ ଆଗରେ ଉପସ୍ଥାପନ କରାଯାଇଥିଲା , ସାଂସଦ ଶ୍ରୀ ପୂଜାରୀ ଅତିଶୀଘ୍ର ଉକ୍ତ ସମସ୍ୟା ଗୁଡିକ ର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ, ଉକ୍ତ ସାକ୍ଷତକାର ରେ ଯୁବରାଜ ଭୋଇ,  ଜଗନ୍ନାଥ ଛତର , ସତ୍ୟାନନ୍ଦ ଦୀପ, ରାଜେନ୍ଦ୍ର ବେହେରା,  ମହାସଂଘ ର ଯୁଗ୍ମ ସମ୍ପାଦକ ଶ୍ରୀ ଚକ୍ରଧର ପ୍ରଧାନ ଓ ମହାସଂଘ ର ସଂଗଠନ ସମ୍ପାଦକ ଶ୍ରୀ ବିସ୍ମୟ ହୋତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like