-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

କିଶୋରୀ ସ୍ବାସ୍ଥ୍ୟ ,ବାଲ୍ୟବିବାହ ଓ ବିପର୍ଯ୍ୟୟ ସୁପରିଚାଳନା ସଚେତନତା ସଭା

13-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା): ଜୟକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦମାମୁଣ୍ଡା ଠାରେ କଲେଜ ଛାତ୍ରଛାତ୍ରୀ ମାନଙ୍କ ଉପସ୍ଥିତିରେ ଆନ୍ତର୍ଜାତୀୟ ଅନୁଷ୍ଠାନ ବାଲରକ୍ଷl ଭାରତ ଆନୁକୁଲ୍ୟରେ ରେ ଯୌନ ପ୍ରଜନନ ସ୍ବାସ୍ଥ୍ୟ,ବାଲ୍ୟବିବାହ ଓ ବିପର୍ଯ୍ୟୟର ସୁପରିଚାଳନା  ଉପରେ ସଚେତନତା ସଭା ଅନୁଷ୍ଠିତ ହୋଇ ଯାଇଛି l  ଏହି କାର୍ଯ୍ୟକ୍ରମରେ ସିଏଚଓ ପିଙ୍କି ମେହେର, କଲେଜ ଅଧ୍ୟକ୍ଷା ପ୍ରିୟମ୍ବଦା ନାଏକ,ବlଳରକ୍ଷା ଭାରତ ର କର୍ମୀ ରାଜୀବ ପ୍ରଧାନ, ଦୟାନିଧି ଜଗତ,ମେଘୁ ମେହେର ତଥା

ଅଧ୍ୟାପକ ଉପସ୍ଥିତ ଥିଲେ  l ସିଏଚଓ ମେଡମ୍  କୈଶୋର ଅବସ୍ଥା ରେ ପରିବର୍ତନ, ଋତୁସ୍ରାବ ସମୟରେ ପରିଷ୍କାର ପରିଚ୍ଛନ୍ନତା, ସାନିଟାରୀ ପେଡ ବ୍ୟବହାର,ଋତୁସ୍ରାବ ସମନ୍ଧୀୟ ଅନ୍ଧବିଶ୍ୱାସ,ପୁଷ୍ଟିକର ଖାଦ୍ୟ ଆଇରନ ବଟିକା ଇତ୍ୟାଦି ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ l କଲେଜ୍ ଅଧ୍ୟକ୍ଷl ଗୁଡ ଟଚ୍ ,ବେଡ ଟଚ୍ ତଥା ବାଲ୍ୟବିବାହ ର କୁପରିଣlମ ଉପରେ ଆଲୋଚନା କରିବା ସହିତ ନିଜ ନିଜ ର ଲକ୍ଷ୍ୟ ପୁରଣ କରିବା ପାଇଁ ଉତ୍ସାହିତ କରିଥିଲେ lବାଲରକ୍ଷା ଭାରତ ର କର୍ମୀ ଦୟାନିଧି ଜଗତ ଜଳବାୟୁ ପରିବର୍ତ୍ତନ, ଅତ୍ୟଧିକ ରୋଦ୍ରତାପ ରୁ  କେମିତି ମୁକ୍ତି ପାଇବା ତଥା ବିପର୍ଯ୍ୟୟ ର ମୁକାବିଲା କେମିତି କରିବା ଆଲୋଚନା କରିଥିଲେ l ସାପ କାମୁଡ଼ା,ବିଜୁଳି ମାରିବା,ଘରପୋଡି,ଗ୍ୟାସ

ସିଲିଣ୍ଡର ରେ ନିଆଁ ଲାଗିଲେ କେମିତି ଲିଭେଇବେ ଇତ୍ୟାଦି ବିଷୟରେ ବିଶେଷ ଆଲୋଚନା କରାଯାଇଥିଲା ଏହା ବ୍ୟତୀତ ସୂଚନା ବିତରଣ କେନ୍ଦ୍ର (IDC) ,ଶ୍ରଦ୍ଧା କ୍ଲିନିକ୍ କୁ ଯାଇ ସ୍ବାସ୍ଥ୍ୟ ବିଷୟରେ ବୁଝିବା , ୬ ଗୋଟି ପର୍ଯ୍ୟାୟ ରେ ସାବୁନରେ ହାତ ଧୋଇବା ଏବଂ ପାଠପଢ଼ା ଶେଷ କରିବା ସହିତ ବିଭିନ୍ନ ଦକ୍ଷତା ବିକାଶ ତାଲିମ ରେ ଯୋଡ଼ି ହୋଇ ନିଜ ଗୋଡ଼ରେ ନିଜେ ଠିଆ ହେବା ପାଇଁ ଆଲୋଚନା କରାଯାଇଥିଲା


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like