-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

କନ୍ଧମାଳ-ଗଞ୍ଜାମ ସୀମାନ୍ତରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ 

08-Jan-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ) : ପୁଣି କନ୍ଧମାଳ ରେ ପୁଲିସ ଓ ମାଓବାଦୀ ମୁହାଁମୁହିଁ। କନ୍ଧମାଳ ଓ ଗଂଜାମ ସୀମାନ୍ତ ଚାହାଳି ପାଖ ଜଙ୍ଗଲରେ ଗୁରୁବାର ସକାଳେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଜଙ୍ଗଲରେ ମାଓବାଦୀ କ୍ୟାମ୍ପ କରିଥିବା ଖବର ପାଇ ପୁଲିସ ସଂପୃକ୍ତ ଜଙ୍ଗଲରେ ଅପରେସନକୁ ଜୋରଦାର କରିଥିଲା।
ଅପରେସନ ସମୟରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲେ। ପ୍ରାୟତଃ ଅଧଘଣ୍ଟାଏ ଧରି ଗୁଳି ବିନିମୟ ହୋଇଥିବା ସ୍ଥାନୀୟ ଗ୍ରାମବାସୀଙ୍କ ସୁତ୍ରରୁ ଜଣା ପଡିଛି। ହେଲେ ଏହି ଗୁଳି ବିନିମୟରେ କ୍ଷୟକ୍ଷତି ହୋଇଛି କି ନାହିଁ ତାହା ଜଣା ପଡି ନାହିଁ।
    ଏ ନେଇ ସବିଶେଷ ଖବର ଜାଣିବା ପାଇଁ ଏସପିଙ୍କ ସହ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଇଥିଲେ ବି ସେ ମୋବାଇଲ ଉଠାଇ ନଥିଲେ। ଉଲ୍ଲେଖଯୋଗ୍ୟ, ଗତ ମାସ ୧୧ ତାରିଖରେ କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ପାଦରପଡା ଜଙ୍ଗଲରେ ଗୁଳି ବିନିମୟରେ ଜଣେ ମହିଳା ମାଓବାଦୀର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ୨୫ ଜଣ ଛତ୍ରଭଙ୍ଗ ଦେଇ ପଳାଇ ଯାଇଥିଲେ।
    ତାପରେ ଗତ ୧୭ ତାରିଖରେ ପୁଣି ପାଦରପଡା ନିକଟ ବିରେଣି ଜଙ୍ଗଲରେ ପୁଣି ଥରେ ପୁଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୁଲିସ ଉପରକୁ ମାଓବାଦୀ ଗୁଳି ସହ ଗ୍ରେନେଡ ମାଡ କରିଥିଲେ। ଏଥିରେ ପୁଲିସର କିଛି କ୍ଷତି ହୋଇ ନଥିଲା। ୮ରୁ ୧୦ ଜଣ ମାଓବାଦୀ କ୍ୟାମ୍ପରେ ଥିବା ବେଳେ ସେଥିରେ କ୍ୟାଡର ମାଓନେତା ଦସୁର ବି ଥିଲା।
    ଗତଥର ଭଳି ଏଥର ବି ଦସୁର ଖସି ଯିବାରେ ସକ୍ଷମ ହୋଇଛି। ପୁଲିସ କ୍ୟାମ୍ପରୁ ୨ଟି ଦେଶୀ ବନ୍ଧୁକ, ଗୋଟିଏ ରେଡିଓ, ଔଷଧ, ଡ୍ରେସ ପତ୍ର ଏବଂ ରାସନ ସାମଗ୍ରୀ ଠାବ କରାଯାଇଛି। ୬ ମାସ ମଧ୍ୟରେ ପୁଲିସ ଗୁଳିରେ ୧୩ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଛି।
     ଏବେ ପୁଣି ମାସକ ମଧ୍ୟରେ କନ୍ଧମାଳରେ ପୁଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରୁ ସ୍ପଷ୍ଟ ଯେ ପ୍ରତିଶୋଧ ନେବାକୁ କନ୍ଧମାଳରେ ଏବେ ବି ମାଓବାଦୀ ବେଶ ସକ୍ରିୟ ଅଛନ୍ତି। ଆଉ ମାଓ ନେତା ଦାସୁର୍ ନେତୃତ୍ବ ନେଉଥିବା ଜଣା ପଡିଛି। ଏ ଦିଗରେ ପୁଲିସ ଆହୁରି ଅଧିକ ସତର୍କ ଓ ସଜାଗ ହେବା ଜରୁରୀ ହୋଇ ପଡିଛି।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like