-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ଟ୍ରେନ ରହଣୀ ଦାବିରେ ରେଙ୍ଗାଲିରେ ରେଲରୋକ ସହ ବନ୍ଦ ପାଳନ

08-Jan-2021



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ରେଙ୍ଗାଲୀ ରେଲଷ୍ଟେସନରେ ଧାନବାଦ -ଏଲେପ ଟ୍ରେନ ରହଣି ଦାବିରେ ଆଜି ପ୍ରାତଃ ରୁ ରେଳରୋକ ସହିତ  ରେଙ୍ଗାଲୀ ବନ୍ଦ ହୋଇଛି  I କରୋନା ସକାଶେ ଟ୍ରେନ ଚଳାଚଳ ଗତ ମାର୍ଚ୍ଚ ମାସରୁ ବନ୍ଦ ହୋଇଥିଲା। ଏହାପରେ ଗତମାସରୁ ବିଭିନ୍ନ ସ୍ବତନ୍ତ୍ର ଟ୍ରେନ ଚାଲିବା 
ଆରମ୍ଭ କରିଛି। ତେବେ, ଧାନବାଦ-ଏଲେପି ସତନ୍ତ୍ର ଟ୍ରେନର ରେଙ୍ଗାଲି ଷ୍ଟେସନରେ ରହଣୀ ନଥିବାରୁଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଅଞ୍ଚଳବାସୀ ବହୁବାର ରେଲ ବିଭାଗ ର ଉଚ୍ଚପଦସ୍ଥ ଅଧିକାରୀ ଙ୍କ ସହ ଆଳୋଚନା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ଏହାର ପ୍ରତିବାଦ ରେ ଟ୍ରେନ ରହଣୀ ଦାବିକରି ରେଙ୍ଗାଲି ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ରେଙ୍ଗାଲିରେରେଳରୋକୋ ସହ ରେଙ୍ଗାଲି ବନ୍ଦ ଡାକରା  ଦିଆଯାଇଛି।
              ଏହି ରେଳ ରୋକୋ ଆଜି ସକାଳ ସାଢେ ୭  ରୁ ଆରମ୍ଭ ହୋଇଛି। ଏହା ଫଳରେ ଏହି ରୁଟ ରେ ଟ୍ରେନ ଚଳା ଚଳ ବାଧାପ୍ରାପ୍ତ ହୋଇଛି। ଏହା ସହ ଟ୍ରେନ ରହଣି ଦାବି କୁ ସମର୍ଥନ କରି ଆଜି ରେଙ୍ଗାଲୀ ଅଞ୍ଚଳର ବ୍ୟବସାୟ ମାନେ ରେଙ୍ଗାଲୀ ସହରର ସମସ୍ତ ଦୋକାନ ବଜାର ମଧ୍ୟ ବନ୍ଦ  କରିଛନ୍ତି I ରେଙ୍ଗାଲି ନାଗରିକ କିୟାନୁଷ୍ଠାନ କମିଟି ପକ୍ଷରୁ ଧନବାଦ ଏଲେପି ଏକ୍ସପ୍ରେସର ପୁନଃ ରହଣି ପାଇଁ ରେଙ୍ଗାଲି ବନ୍ଦ ସହ ରେଲ ରୋକୋ ଆନ୍ଦୋଳନ ରେ ରେଙ୍ଗାଲି ନାଗରିକ କିୟାନୁଷ୍ଠାନ କମିଟି ପକ୍ଷରୁ କମିଟି ଆବାହକ ଅନ୍ତର୍ଯ୍ଯାମି ପାଣିଙ୍କ ସମେତ  ରେଙ୍ଗାଲି ପୂର୍ବତନ ବିଧାୟକ ଦୁର୍ଯୋଧନ ଗର୍ଡିଆ, ରେଙ୍ଗାଲି ବିଧାୟକ ନାଉରି ନାଏକ,କୁଚିଣ୍ଡା ବିଧାୟକ କିଶୋର ନାଏକଙ୍କ ସହ ରେଙ୍ଗାଲି କ୍ରିୟାନୁଷ୍ଠାନ କମିଟିର ସମସ୍ତ କର୍ମକର୍ତ୍ତା ଆନ୍ଦୋଳନରେ ସାମିଲ ଅଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like