-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ - କୋଶଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଛେଦରେ ସାମିଲ ପାଇଁ ଲୋକସଭାରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କଲେ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ

27-Nov-2024



ବରପାଲି (ସୁଦାମ ଦୀପ )
ଲୋକସଭାରେ ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ଆଜି ଦ୍ବିତୀୟ ଦିନରେ ସମ୍ବଲପୁରୀ - କୋଶଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ସହ ଓଡିଶା ସରକାରଙ୍କ ସରକାରୀ ଭାଷାର ମାନ୍ଯତା ଦେବାପାଇଁ ଲୋକସଭାରେ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ନିୟମ ୩୭୭ ର ଅଧି ସୂଚନା ଅନୁଯାଇ ଲୋକସଭାରେ ସାଂସଦ ଶ୍ରୀ ପୁରୋହିତ ଏହି ପ୍ରସଙ୍ଗ ଉଠାଇ ଉଲ୍ଲେଖ କରିଛନ୍ତି ଯେ ଓଡିଶାର ଜିଲ୍ଲାରୁ ୩୦ଟି ରୁ ୧୧ଟି ଜିଲ୍ଲାର ଲୋକେ କୋଶଳି - ସମ୍ବଲପୁରୀ ଭାଷା କହନ୍ତି । ଏହା ଏକ ପ୍ରାଚୀନ ଭାଷା ସହ ଏହି ଭାଷାରେ ରାମାୟଣ,ମହାଭାରତ ଏବଂ ଭଗବତ ଗୀତା ଭଲି ହିନ୍ଦୁ ଧର୍ମ ଗ୍ରନ୍ଥ ଅନୁବାଦିତ ହୋଇ ସାରିଛି । ସମ୍ବଲପୁରୀ - କୋଶଳି ଭାଷା ପଶ୍ଚିମ ଓଡିଶାର ପ୍ରାଥମିକ ଭାଷା ଅଟେ ବୋଲି ଶ୍ରୀ ପୁରୋହିତ ଉଲ୍ଲେଖ କରି ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ସହ ଏହି ଭାଷାକୁ ଓଡିଶା ସରକାରଙ୍କ ସରକାରୀ ଭାଷାରେ ମାନ୍ଯତା ଦେବାକୁ ଦାବୀ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026

You Might Also Like