-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସମ୍ବର୍ଦ୍ଧନା ଉତ୍ସବ

28-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ନପୁର ଠାରେ ଶିକ୍ଷା କ୍ଷେତ୍ରରେ  ୨୩ ତାରିଖରେ ଅନୁଷ୍ଠିତ ଇଣ୍ଟରନେସନାଲ କନ୍‌ଫରମେଣ୍ଣ୍ଟ ସେରେମନିରେ ୱାସିଂଟନ୍ ଡିଜିଟାଲ ୟୁନିଭରସିଟି ରୁ ସମ୍ମାନଜନକ  ଭାବରେ ଡକ୍ଟରେଟ ଉପାଧି ପାଇଥିବା ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନଙ୍କୁ ଆଜି ସମ୍ବର୍ଦ୍ଧନା ଦିଆଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥିଭାବେ ଶିକ୍ଷା ବିକାଶ ସମିତି ବିଦ୍ବତ ପରିଷଦ ସଭାପତି ଡ଼ଃ ବାଞ୍ଛାନିଧି ପଣ୍ଡା ଯୋଗ ଦେଇ ମାର୍ଗଦର୍ଶନ କରି ସମ୍ବର୍ଦ୍ଧିତ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ର ଚୈତନ୍ଯ ଭୋଇ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସହ ସମ୍ପାଦକ ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି ପ୍ରମୁଖ ମଞ୍ଚାସୀନ ଥିଲେ । ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026

You Might Also Like