-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

ଭୁକ୍ତାରେ ଆର୍ଥୀକ ସାକ୍ଷରତା ତାଲିମ୍ ଶିବିର ଅନୁଷ୍ଠିତ

29-Nov-2024



ବରପାଲି ( ସୁଦାମ ଦୀପ )
..ବରଗଡ ଜ଼ିଲ୍ଲା ଅମ୍ବାଭନା ବ୍ଲକ ଅନ୍ତର୍ଗତ ଭୁକ୍ତା ଠାରେ ଏଚଡିଏଫସି ବ୍ୟାଙ୍କ ପରିବର୍ତ୍ତନ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରକଳ୍ପ ସଂପୂର୍ଣ୍ଣା ଆନୁକୂଲ୍ୟରେ ଦିନିକିଆ ଡିଜିଟାଲ ଆର୍ଥିକ ସାକ୍ଷରତା ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସହକାରୀ କୃଷି ଅଧିକାରି ଉପମା ପିଙ୍ଗ ଯୋଗଦାନ କରି ଆର୍ଥିକ ସାକ୍ଷରତା କ୍ଷେତ୍ରରେ କୃଷି ର ଭୂମିକା ଉପରେ ଆଲୋଚନା କରିଥିବାବେଳେ  ଉତ୍କଲିକା ମହିଳା କୃଷକ ଉଦପାଦକ ସଙ୍ଘ ର  ପରିଚାଳନା ନିର୍ଦେଶକ ସୁକୁମାରୀ ମାଝୀ ଯୋଗଦାନ କରି କୃଷି କ୍ଷେତ୍ରରେ ମା ମାନଙ୍କର ଭୂମିକା ଉପରେ ଆଲୋଚନା କରିଥିଲେ l ମହାଶକ୍ତି ଫାଉଣ୍ଡେସନ ର ତାଲିମ୍ ଦାତା ମମତା ପାଣିଗ୍ରାହୀ ଆର୍ଥିକ ଯୋଜନା, ସଂଚୟ, ବୀମା ଉପରେ ବିସ୍ତୃତ ଭାବରେ ଯୋଗଦାନ କରିଥିବା ମହିଳା ମାନଙ୍କୁ ଗପ ମାଧ୍ୟମରେ ବୁଝାଇଥିଲେ l ଡିଜିଟାଲ କ୍ଷେତ୍ରରେ ମାଆ ମାନେ କିପରି ଭାବରେ ୟୁପିଆଇ ଆପ୍ସ ମାଧ୍ୟମରେ ଠକାମୀ ର ଶିକାର ନ ହୋଇ ସୁରକ୍ଷିତ ଭାବରେ କାରବାର କରିବା ଉପରେ  ପ୍ରକଳ୍ପ ସଂପୂର୍ଣ୍ଣା ମୁଖ୍ୟ ମିହିର ସାଗର ବିସ୍ତୃତ ଭାବରେ ଆଲୋଚନା କରିଥିଲେ l କାର୍ଯ୍ୟକ୍ରମ କୁ ଉତ୍କଲିକା ମହିଳା କୃଷକ ଉଦପାଦକ ସଙ୍ଘ ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଂକଜିନି ସାହୁ ପରିଚାଳନା କରିଥିବାବେଳେ ବ୍ଲକ ସଂଯୋଜକ ମାନସୀ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ଉତ୍କଲିକା ମହିଳା କୃଷକ ଉଦପାଦକ ସଙ୍ଘ ର ବହୁ ସଂଖ୍ୟା ରେ ମହିଳା ମାନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like