-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||      ଏନ ଡି ୟୁ ଜେ ର ସାଧାରଣ ବୈଠକ ଓ ନୂତନ କର୍ମକର୍ତା ଚୟନ    (06-Dec-2024)       ||      ସାହିତ୍ୟ ଏକାଡେମୀର ବାଙ୍ଗାଲୁରୁ କୋଠାକୁ ତିନି ତାରକା ମାନ୍ୟତା   (05-Dec-2024)       ||      ଲରାସରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଯାପିତ        (05-Dec-2024)       ||     

HOME   ଜିଲ୍ଲା

ଭୁକ୍ତାରେ ଆର୍ଥୀକ ସାକ୍ଷରତା ତାଲିମ୍ ଶିବିର ଅନୁଷ୍ଠିତ

29-Nov-2024



ବରପାଲି ( ସୁଦାମ ଦୀପ )
..ବରଗଡ ଜ଼ିଲ୍ଲା ଅମ୍ବାଭନା ବ୍ଲକ ଅନ୍ତର୍ଗତ ଭୁକ୍ତା ଠାରେ ଏଚଡିଏଫସି ବ୍ୟାଙ୍କ ପରିବର୍ତ୍ତନ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରକଳ୍ପ ସଂପୂର୍ଣ୍ଣା ଆନୁକୂଲ୍ୟରେ ଦିନିକିଆ ଡିଜିଟାଲ ଆର୍ଥିକ ସାକ୍ଷରତା ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସହକାରୀ କୃଷି ଅଧିକାରି ଉପମା ପିଙ୍ଗ ଯୋଗଦାନ କରି ଆର୍ଥିକ ସାକ୍ଷରତା କ୍ଷେତ୍ରରେ କୃଷି ର ଭୂମିକା ଉପରେ ଆଲୋଚନା କରିଥିବାବେଳେ  ଉତ୍କଲିକା ମହିଳା କୃଷକ ଉଦପାଦକ ସଙ୍ଘ ର  ପରିଚାଳନା ନିର୍ଦେଶକ ସୁକୁମାରୀ ମାଝୀ ଯୋଗଦାନ କରି କୃଷି କ୍ଷେତ୍ରରେ ମା ମାନଙ୍କର ଭୂମିକା ଉପରେ ଆଲୋଚନା କରିଥିଲେ l ମହାଶକ୍ତି ଫାଉଣ୍ଡେସନ ର ତାଲିମ୍ ଦାତା ମମତା ପାଣିଗ୍ରାହୀ ଆର୍ଥିକ ଯୋଜନା, ସଂଚୟ, ବୀମା ଉପରେ ବିସ୍ତୃତ ଭାବରେ ଯୋଗଦାନ କରିଥିବା ମହିଳା ମାନଙ୍କୁ ଗପ ମାଧ୍ୟମରେ ବୁଝାଇଥିଲେ l ଡିଜିଟାଲ କ୍ଷେତ୍ରରେ ମାଆ ମାନେ କିପରି ଭାବରେ ୟୁପିଆଇ ଆପ୍ସ ମାଧ୍ୟମରେ ଠକାମୀ ର ଶିକାର ନ ହୋଇ ସୁରକ୍ଷିତ ଭାବରେ କାରବାର କରିବା ଉପରେ  ପ୍ରକଳ୍ପ ସଂପୂର୍ଣ୍ଣା ମୁଖ୍ୟ ମିହିର ସାଗର ବିସ୍ତୃତ ଭାବରେ ଆଲୋଚନା କରିଥିଲେ l କାର୍ଯ୍ୟକ୍ରମ କୁ ଉତ୍କଲିକା ମହିଳା କୃଷକ ଉଦପାଦକ ସଙ୍ଘ ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଂକଜିନି ସାହୁ ପରିଚାଳନା କରିଥିବାବେଳେ ବ୍ଲକ ସଂଯୋଜକ ମାନସୀ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ଉତ୍କଲିକା ମହିଳା କୃଷକ ଉଦପାଦକ ସଙ୍ଘ ର ବହୁ ସଂଖ୍ୟା ରେ ମହିଳା ମାନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024
  ରାଜ୍ୟ  
ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   06-Dec-2024
  ଜିଲ୍ଲା  
ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    06-Dec-2024
  ରାଜ୍ୟ  
ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   06-Dec-2024

You Might Also Like