-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଫସଲ ବୀମା ପରିଚାଳନା କମିଟିର ବୈଠକ

29-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ଼ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ୱରେ ପୁଣି ରିଳାଏନ୍ସ କମ୍ପାନୀ ପ୍ରତିନିଧି ଏବଂ ସଂଯୁକ୍ତ କୃଷକ ସଂଗଠନର ସଦସ୍ୟ ମାନଙ୍କ ସହିତ ତ୍ରିପାକ୍ଷିକ ବୈଠକ ବସିଥିଲା। ସଂଗଠନର ପୂର୍ବ ଦାବୀ ମୁତାବକ ବିଗତ ବର୍ଷର ମିଗଜୋମ ଜନିତ ଫସଲ ନଷ୍ଟ ହୋଇଥିବା କ୍ଷତିପୂରଣ ବୀମା କମ୍ପାନୀ ଠିକ ଭାବେ ଆକଳନ କରିନାହିଁ କିମ୍ବା ଯୋଗ୍ୟ କ୍ଷତି ଗ୍ରସ୍ତ ଚାଷୀଙ୍କୁ ଉଚିତ ପ୍ରାପ୍ୟ ଦେଇ ନାହିଁ ଯାହାକୁ ନେଇ ଅନେକ ଆନ୍ଦୋଳନ ହୋଇଛି ଏବଂ ଗତ ୧୮ ନଭେମ୍ବର ରେ ରେଳ ଅବରୋଧ କରିବା ନିଷ୍ପତ୍ତି ପରେ ଏହି ଆଲୋଚନା ହୋଇଛି। ଆଜିର ଆଲୋଚନା ରେ ମିଗଜୋମ ଜନିତ ଫସଲ ବୀମା, ଖରିଫ ଋତୁ ର ବୀମା ଏବଂ ବର୍ତ୍ତମାନ ସୁଦ୍ଧା ରବି ଏବଂ ଖରିଫ ଋତୁ ମାନଙ୍କରେ ଆବେଦନ କରିଥିବା ଚାଷୀ ମାନଙ୍କ ମଂଜୁରୀ ହୋଇନାହିଁ ଏବଂ ଏଚ ଡି ଏଫ ସି ଫସଲ ବୀମା କମ୍ପାନୀର ମଧ୍ୟ ବକେୟା ଥିବା କ୍ଷତିପୂରଣ ତୁରନ୍ତ ପୈଠ କରିବା ପ୍ରସଙ୍ଗ ଆଲୋଚନା ହେଲା। ୨୦୨୧ ଖରିଫ ଋତୁ ର ଅମ୍ବାଭାନା ବ୍ଲକର ଖୋଲା ପଞ୍ଚାୟତ କମ ପ୍ରତିଶତ ପାଇଥିବା ଅନେକ ଚାଷୀଙ୍କ policy approv ହୋଇଥିଲେ ମଧ୍ୟ କ୍ଷତିପୂରଣ ପାଇନାହାନ୍ତି ଏବଂ ୨୦୨୨ ରବି ଋତୁ ର ଭେଡେନ,ଅତାବିରା ଅନେକ ଯୋଗ୍ୟ ହିତାଧିକାରୀ ଆଜି ପର୍ଯ୍ୟନ୍ତ କ୍ଷତିପୂରଣ ପାଇବାରୁ ବଞ୍ଚିତ ଅଛନ୍ତି ଏଣୁ ଏହାକୁ ଅତି ଗୁରୁତ୍ବ ସହିତ ବିଚାର କରି ଆସନ୍ତା ୧୫ ଡିସେମ୍ବର ସୁଦ୍ଧା ସମସ୍ତ ଚାଷୀଙ୍କର ସମସ୍ୟା ର ସମାଧାନ କରି କ୍ଷତିପୂରଣ ଦେବା ପାଇଁ କୃଷକ ସଂଗଠନ ଦୃଢ ଦାବୀ ଉପସ୍ଥାପନା କରିଛି ଏବଂ ଯଦି ଶୀଘ୍ର ସମାଧାନ କରାନ ଯାଏ ତାହାହେଲେ ଆସନ୍ତା ଯେ କୌଣସି ସମୟରେ ରେଳ ରୋକ ସହିତ ଆନ୍ଦୋଳନ କରାଯିବ ବୋଲି ଚେତାବନୀ  ଦିଆଯାଇଛି। ରିଳାଏନ୍ସ କମ୍ପାନୀ ର ପ୍ରତିନିଧି କହିବା ଅନୁସାରେ ଆଜି ପାଇକମାଲ ବ୍ଲକ ର ବାଦିକଟା ଗ୍ରାମ ପଞ୍ଚାୟତ ର ୬୬୫ ଜଣ ଚାଷୀଙ୍କୁ ୨ କୋଟି ୮୭ ଲକ୍ଷ ଟଙ୍କା ଫସଲ ବୀମା କ୍ଷତିପୂରଣ ଦେଇଥିବା ପ୍ରକାଶ କରିଛନ୍ତି। ଆଜି ଜିଲ୍ଲା ସ୍ତରୀୟ ପରିଚାଳନା କମିଟି ବୈଠକ ରେ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରସନ୍ନ ମିଶ୍ର, ଜିଲ୍ଲା କୃଷି ଅଧିକାରୀ ପ୍ରସନ୍ନ ମିଶ୍ର, ଜିଲ୍ଲା ପରିସଂଖ୍ୟାନ ଅଧିକାରୀ ସୋନାଲିକା ସାହୁ, ଉମାକାନ୍ତ ପଧାନ, ସୋସାଇଟି ପ୍ରତିନିଧି ଅନନ୍ତ ଦାସ, ଡି ଆର ସି ଏସ ଅମୁଲ୍ୟ ଦାସ ଉପସ୍ଥିତ ଥିବା ବେଳେ ସଂଯୁକ୍ତ କୃଷକ ସଂଗଠନର ରମେଶ ମହାପାତ୍ର, ଉତ୍ପନ୍ନ କୁମାର ଭୋଇ, ସୁଦାମ ପାତ୍ର, ନରେନ୍ଦ୍ର ଭୋଇ, ବୀରେନ୍ଦ୍ର କର, ସୁରେଶ ନିକେଣ୍ଟି, ରବିଶଙ୍କର ପଧାନ, ପ୍ରଭାତ ସାହୁ, ପ୍ରେମରାଜ ସାହୁ, ଲିଙ୍ଗରାଜ ପଧାନ, ଜୟ ପ୍ରକାଶ ବଢ଼େଇ, ହରେକୃଷ୍ଣ ସାହୁ, ଜୟକାନ୍ତ ପଧାନ, ଗୋପୀନାଥ ସାହୁ, ତପନ ମିଶ୍ର ଏବଂ ଦିବାକର ପଧାନ ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like