-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ମମତା ଏଚଏମଆଇସି ତରଫରୁ ପରିବେଶ ଓ ପ୍ରଦୂଷଣ ଉପରେ ସଚେତନତା ଶିବିର...

29-Nov-2024



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ସ୍ଥିତ ସୁଭଦ୍ରା ଭବନ ଠାରେ  ମମତା ଏଚଆଇଏମସିର   ପ୍ରଜେକ୍ଟ ଜାଗୃତି ତରଫରୁ ପରିବେଶ ସମ୍ବଦ୍ଧିତ  ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି !
ଏଥିରେ ସଂସ୍ଥାର ଜିଲ୍ଲା ସଂଯୋଜକ ବେଞ୍ଜାମିନ ନାୟକଙ୍କ ତତ୍ୱାବଧାନରେ  ମୁଖ୍ୟ ଅତିଥି ଭାବରେ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଘଷିଏନ ଡ଼ଃ. ସୁଜୟ କୁମାର ମେହେର , ସମ୍ମାନିତ ଅତିଥି ଭାବରେ ଶିଶୁ ବିକାଶ ପ୍ରକଳ୍ପ ସୁପରଭାଇଜର( ପାଟଣାଗଡ) ଜୟଲକ୍ଷ୍ମୀ ଦାସ ଏବଂ ମୁଖ୍ୟବକ୍ତା ଭାବରେ ଗୋପୀନାଥ ନାଏକ (ଜନ ସ୍ୱାସ୍ଥ୍ୟ ଅଧିକାରୀ ) ମଞ୍ଚାସୀନ  ଥିଲେ !
ପରିବେଶ ଓ ପ୍ରଦୂଷଣ  ବିଷୟରେ ବିଭିନ୍ନ ପ୍ରକାର ମଣିଷ ସମାଜକୁ ଦୈନନ୍ଦିନ ଜୀବନରେ ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପଡୁଥିବାରୁ ତାହାକୁ ସୁଚାରୁରୂପେ ବୁଝାଇବା ସହିତ ଏକ ଭିଡିଓ ଶୋ ମାଧ୍ୟମରେ ପ୍ରଦର୍ଶିତ କରା ଯାଇଥିଲେ !
ଉପସ୍ଥିତ  ଗାଁ କଲ୍ୟାଣ ସମିତିର ସଭ୍ୟ ସଭ୍ୟା  ମାନଙ୍କୁ ନେଇ ଚାରି ଗ୍ରୁପରେ ଭାଗ କରି ତାଙ୍କ ଗ୍ରୁପରୁ ବିଭିନ୍ନ ପ୍ରକାର ଦଳଗତ ଆଲୋଚନା ହୋଇଥିଲା !

ପରିବେଶ ପ୍ରଦୂଷଣରେ କିପରି ମାନବ ସମାଜ ନିଜକୁ ବଞ୍ଚାଇ ପାରିବେ ତାହାର ନିରାକରଣ,  ଏବଂ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁକୁ କିପରି ରୋକଯାଇ ପାରିବ ଏକ ଦଳଗତ ଆଲୋଚନା କରାଯାଇଥିଲା !ଅନୁଷ୍ଠିତ ଏହି ଶିବିରରେ ପାଟଣାଗଡ 
 ବ୍ଲକ ସୁପରଭାଇଜର ସୁରେଶ ପଶାୟତ, ପବିତ୍ର ମୋହନ ରଣା, ଅଗାଧୁ ବେହେରା, ସ୍ନିଗ୍ଧା ମେହେର, ସୁନିତା ପଶାୟତ ସହିତ 50 ଜଣ ଅଙ୍ଗନୱାଡି କର୍ମୀ,  ଆଶା କର୍ମୀ ଏବଂ ଗାଁ କଲ୍ୟାଣ ସମିତିର ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ   !


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like