-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ଡାବୁଗାଁ କୃଷିଫାର୍ମ ନିକଟରେ ଧାନ ପରବର୍ତ୍ତୀ ଫସଲର ସଫଳତା ନିମନ୍ତେ ବିହନ ଏଵଂ ଅନ୍ୟାନ୍ୟ କୃଷି ଭିତ୍ତିକ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

30-Nov-2024



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର)
-ଡାବୁଗାଁ କୃଷି ଫାର୍ମ ରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ, ଧାନ ପରବର୍ତ୍ତୀ ପଡ଼ିଆ ଜମିର  ବିସ୍ତୃତ ପରିଚାଳନା ଯୋଜନା ଦ୍ବାରା କ୍ଷୁଦ୍ର ଓ ନାମମାତ୍ର ଚାଷୀ ମାନଙ୍କୁ ଚାଷ ଉପଯୋଗୀ ଚଣା ବିତରଣ କରା ଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଏଏଓ ସୌମେନ୍ଦ୍ର ବିଶ୍ବାସ ପରିଚାଳନା କରିଥିଲେ। ମୂଖ୍ୟ ଅତିଥି ଭାବେ ବିଧାୟକ ମନୋହର ରନ୍ଧାରି, ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ରାଜଶେଖର ରାଓ, ବିଡ଼ିଓ ଶରତ ମାଝୀ, ବକ୍ତା ଭାବେ ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରୀଣି ସଭ୍ୟ ଜୟନ୍ତ କୁମାର ପାତ୍ର ଯୋଗଦେଇ ଥିଲେ।  ନରେଶ ସିଂ, ଓକିଲ ଦିବାନ ସିଂ, ଏମ୍ ବୁଲୁ ରାଓ, ଏମ୍ ଆପା ରାଓ, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସୁରେନ୍ଦ୍ର ମିଶ୍ର ଏବଂ ମନୋହର ସେନା ମଞ୍ଚାସିନ ଥିଲେ। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନେକ କୃଷି ହିତକର ଯୋଜନା ଗୁଡିକ ର ସଦୁପଯୋଗ ଚାଷୀମାନେ କରନ୍ତୁ ବୋଲି ନିଜ ବକ୍ତବ୍ୟରେ ଜୟନ୍ତ କୁମାର ପାତ୍ର କରିଥିଲେ।  ଅନ୍ୟ ମାନଙ୍କ ମଧ୍ୟରେ କାଞ୍ଚନ ହରିହର, ରତନ କଲାର, ଦିନବନ୍ଧୁ ମାଝୀ, ଗୋବିନ୍ଦ ମାଝୀ ,  ପିଣ୍ଟୁ ପୂଜାରୀ,  ଭଦର ହରିଜନ ଏବଂ ଅନେକ କୃଷକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like