-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ସାଧୁତା ସମ୍ମାନ - ୨୦୨୪ ପାଇଲେ ଯୁବ ସମାଜସେବୀ ସରୋଜ କୁମାର ବାରିକ

30-Nov-2024



କଟକ : କଟକ ସଦର ବୋଧପୁର ପଞ୍ଚାୟତ ଉପକଣ୍ଠ ନାନପୁର ଗ୍ରାମର ଯୁବ ସଙ୍ଗଠକ ସରୋଜ କୁମାର ବାରିକ ନୂଆବଜାର ପୋଲ ତଳୁ ଏକ ମନି ପର୍ସ ପାଇଥିଲେ ଏହି ଘଟଣାକୁ ସିଆରଆରଆଇ ଥାନାରେ ଜଣାଇବା ସହ ସାମାଜିକ ଗଣ ମାଧ୍ୟମରେ ପୋଷ୍ଟ କରିଥିଲେ । ସେହି ପର୍ସରେ ସାତ ହଜାର ଟଙ୍କା ଥିଲା ଏବଂ ଅନ୍ୟାନ୍ୟ କାଗଜ ପତ୍ରଥିଲା । ପରେ ଏହି ପର୍ସ ନୂଆବଜାର ଅଂଚଳର ସୁଶାନ୍ତ କୁମାର ପ୍ରଧାନଙ୍କ ଜଣା ପଡ଼ିବାରୁ ତାଂକୁ ଯୋଗାଯୋଗ କରି ଦିଆ ଯାଇଥିଲା । ଯୁବ ସମାଜସେବୀ ସରୋଜଙ୍କ ଏପରି ସାଧୁତା ତଥା ମହାନତାକୁ ସବୁଠି ଉଚ୍ଚ ପ୍ରଶଂସା କରାଯିବା ସହ ଶିକ୍ଷାବିତ୍ ବିମଳ କୁମାର ପଣ୍ଡା,ପଣ୍ଡିତ ହୃଦାନନ୍ଦ ହୋତା,ତ୍ରିନାଥ ବେହେରା,ଅଶୋକ  ଭୋଇ,କାଳୀ କିଙ୍କର ପାଇକ,ପରିବେଶବିତ୍ ଦେଵୀ ପ୍ରାସାଦ ପତି,ସମୀର କୁମାର ସେନାପତି,ଜୟନ୍ତ ଦାସ,ସଙ୍ଗଠକ ପୀୟୂଷ ରଞ୍ଜନ ପରିଡ଼ା ପ୍ରମୁଖ ତାଂକୁ ଧନ୍ୟବାଦ ଜଣାଇବା ସହ ସାଧୁତା ସମ୍ମାନ - ୨୦୨୪ ସମ୍ମାନରେ ସମ୍ବର୍ଦ୍ଧିତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like