-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

୩୧ତମ ଅମରପାଲି କ୍ରିକେଟ କପ୍ - ଘଣ୍ଟପାଲି କୁ ହରାଇ ଉଲୁଣ୍ଡା ସେମିଫାଇନାଲ ରେ -

30-Nov-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସାହୁ ଗ୍ରାଉଣ୍ଡ ରେ ଫ୍ରେଣ୍ଡସ କ୍ଲବ ଓ ଜେମସଷ୍ଟାର କ୍ଲବ ର ମିଳିତ ଆନୁକୂଲ୍ୟରେ  ହେଉଥିବା ୨୧ତମ  ଅମରପାଲି କ୍ରିକେଟ କପ୍ ର ଶନିବାର ଥିଲା ଚତୁର୍ଥ ଦିବସ। ଶନିବାର ତିନୋଟି ମ୍ୟାଚ୍ ଥିବା ବେଳେ କ୍ୱାର୍ଟର ଫାଇନାଲ ମ୍ୟାଚ୍ ରେ ଘଣ୍ଟପାଲି  କୁ ହରାଇ ଉଲୁଣ୍ଡା ସେମି ଫାଇନାଲ ରେ ପ୍ରବେଶ କରିଛି। ପ୍ରଥମ ମ୍ୟାଚ୍ ଟି ଘଣ୍ଟପାଲି ଓ କେନ୍ଦୁପାଲି ମଧ୍ୟରେ ହୋଇଥିଲା। ଏଥିରେ କେନ୍ଦୁପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୭୩ ରନ କରିଥିଲା। ଜବାବରେ ଘଣ୍ଟପାଲି ଦଳ ୯.୩ ଓଭର ରେ ୮ ଉଇକେଟ ହରାଇ ୭୪ରନ କରି ବିଜୟୀ ହୋଇଥିଲା। ଦ୍ଵିତୀୟ ମ୍ୟାଚ୍ ଟି ମୁର୍ଷୁଣ୍ଢି ଓ ଉଲୁଣ୍ଡା ମଧ୍ୟରେ ହୋଇଥିଲା। ଏଥିରେ ଉଲୁଣ୍ଡା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୪ ଉଇକେଟ ହରାଇ ୧୧୪ ରନ କରିଥିଲା। ଜବାବରେ ମୁର୍ଷୁଣ୍ଢି ଦଳ ନିର୍ଦ୍ଧାରିତ ୧୦ ଓଭର ରେ  ୯ ଉଇକେଟ ହରାଇ ୮୯ ରନ କରି ପରାସ୍ତ ହୋଇଥିଲା। ତୃତୀୟ ମ୍ୟାଚ୍ ଟି ପ୍ରଥମ ମ୍ୟାଚ୍ ର ବିଜେତା ଘଣ୍ଟପାଲି ଓ ଦ୍ଵିତୀୟ ମ୍ୟାଚ୍ ର ବିଜେତା ଉଲୁଣ୍ଡା ମଧ୍ୟରେ ହୋଇଥିଲା। ଏଥିରେ ଉଲୁଣ୍ଡା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୭ ଓଭର ରେ ୩ ଉଇକେଟ ହରାଇ ଅଭିଳାଷ ଙ୍କ ୪୦ ଓ ବିଶାଳ ଙ୍କ ୩୨ ରନ ସହାୟତା ରେ ୧୦୪ ରନ କରିଥିଲା। ଜବାବରେ ଘଣ୍ଟପାଲି ଦଳ ନିର୍ଦ୍ଧାରିତ ୭ ଓଭର ରେ ୩ ଉଇକେଟ ହରାଇ ୬୭ ରନ କରି ପରାସ୍ତ ହୋଇଥିଲା। ଫଳରେ ଉଲୁଣ୍ଡା ବିଜୟୀ ହୋଇ ସେମିଫାଇନାଲ ରେ ପ୍ରବେଶ କରିଥିଲା। ପ୍ରାଣବନ୍ଧୁ ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ପ୍ରୟାସ ସାମାଜିକ ସଙ୍ଗଠନ ର ସଭାପତି ରାଧେଶ୍ୟାମ ମିଶ୍ର ମୁଖ୍ୟ ଅତିଥି ଏବଂ କ୍ରୀଡାବିତ ସିଦ୍ଧାର୍ଥ ପାତ୍ର, ଟୁର୍ଣ୍ଣାମେଣ୍ଟେ ପରିଚାଳନା ସଭାପତି ବିମ୍ବାଧର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଲୁଣ୍ଡା ର ଚନ୍ଦନ ମେହେର ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ କରିଥିଲେ। ମ୍ୟାଚ୍ ଗୁଡିକରେ ସୁରେଶ ବିଶି, ରଘୁବୀର ମିଶ୍ର, ଅନନ୍ତ ପ୍ରଧାନ ଓ ସମ୍ବିତ ମାଝୀ ଆମ୍ପାୟାର , ଶୁଭେନ୍ଦୁ ଶେଖର ସାହୁ ସ୍କୋରିଙ୍ଗ,ସବ୍ୟସାଚୀ ବଘାର ଓ ଅଂଶୁମାନ ପ୍ରଧାନ ଅନଲାଇନ ସ୍କୋରିଙ୍ଗ ଏବଂ ତଥାଗତ ସାହୁ,ସୁଶୀଲ ସାହୁ ଓ ପ୍ରାଣବନ୍ଧୁ ସାହୁ ଧାରାବିବରଣି ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like