-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||      ଦେଓଗାଁ ବ୍ଲକ ଷ୍ଟ୍ରିଟ୍ ଲାଇଟ୍ ଘୋଟାଲା ଜିଲ୍ଲାପାଳଙ୍କ ତଦନ୍ତନିର୍ଦ୍ଦେଶକୁ ବି ବେଖାତିର୍ ! ଖବରପ୍ରକାଶପରେ ତନାଘନା    (27-Nov-2026)       ||      *ଶ୍ରୀ ନୃସିଂହ ମନ୍ଦିରରେ ୯ ଦିନ ଧରି ନବାହ ପରାୟଣ ସମ୍ପନ୍ନ*   (27-Nov-2026)       ||     

HOME   ଜିଲ୍ଲା

ଉପଜିଲ୍ଲାପାଳଙ୍କ ଲିଖିତ ପ୍ରତିଶ୍ରୁତି ପରେ ଅନଶନରୁ ଓହରିଲେ ବିସ୍ଥାପିତ ପରିବାର

30-Nov-2024



ଅତାବିରା(ଆକାଶ ମିଶ୍ର): ଆଜି ଅପରାହ୍ନ ୧ ଟା ରୁ ଅତାବିରା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଜମିପଟା ପ୍ରଦାନ ଦାବି ନେଇ ଆମରଣ ଅନଶନରେ ବସିଥିଲେ ହୀରାକୁଦ ବିସ୍ଥାପିତ ପରିବାର। ଦୀର୍ଘ ୬ ଘଣ୍ଟା ପରେ ସନ୍ଧ୍ୟା ୬ ଟାରେ ଖବର ପାଇ ଉପଜିଲ୍ଲାପାଲ ପ୍ରସନ୍ନ କୁମାର ପାଣ୍ଡେ  ଧାରଣ ସ୍ଥଳରେ ପହଞ୍ଚି  ଡିସେମ୍ବର ମାସ ୩୧ ତାରିଖ ସୁଦ୍ଧା ୨୫ ଜଣଙ୍କୁ ପ୍ରଥମ ପର୍ଯ୍ୟାୟରେ ଜମିପଟ୍ଟା ପ୍ରଦାନ କରିବା ଓ ଅବଶିଷ୍ଟ ପରିବାରଙ୍କ ସମସ୍ତ କାଗଜପତ୍ର ଯାଞ୍ଚ ପରେ ଜାନୁଆରୀ ୫ ସୁଦ୍ଧା ପଟ୍ଟା ଦିଆଯିବ ବୋଲି ଲିଖିତ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଓହରିଥିଲେ। ଉପଜିଲ୍ଲାପାଳଙ୍କ ସହ ସହକାରୀ ଜିଲ୍ଲାପାଳ ମଦନଲାଲ ପଣ୍ଡା, ଅତିରିକ୍ତ ତହସିଲଦାର ଅଙ୍କିତ ପଣ୍ଡା ଓ ଥାନା ଅଧିକାରୀ ସୁକୁମାର ତ୍ରିପାଠୀ ଉପସ୍ଥିତ ଥିଲେ। ପ୍ରକାଶ ଥାଉକି  ବିଶ୍ଵର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଜଳଭଣ୍ଡାର ସୃଷ୍ଟି ପାଇଁ  ବିସ୍ଥାପିତ ହୋଇଥିବା ୨୬୫୦୧  ପରିବାରଙ୍କ ମଧ୍ୟରୁ ଅଧିକାଂଶ ଆଜି ଯାଏଁ ଘରଡିହ ନ ପାଇ ଯାଯାବର ଭାବରେ ରହୁଛନ୍ତି । ସେମାନଙ୍କ ମଧ୍ୟରୁ  ଅତାବିରା ତହସିଲରେ  ୧୩୦୦ ଆବେଦନ ବିଚାରାଧୀନ ରହିଥିବା ତଥା ପୂର୍ବତନ ତହସିଲଦାର ମର୍ଗଡରି ଶିକା ପତ୍ର ସଂଖ୍ୟା ୧୭୩୪ ତା ୨୧-୧-୨୦୧୪ କୁ ଭୁଲ୍ ରୂପାନ୍ତରଣ କରି ବାଟବଣା କରି ସମସ୍ୟାକୁ ଅଧିକ ଜଟିଳ କରିବା, ଉଭୟ କେନ୍ଦ୍ରସରକାର ଓ ରାଜ୍ୟସରକାର  ବିସ୍ଥାପିତ ପରିବାରଙ୍କୁ ଜମି ଦେବାପାଇଁ ବଦ୍ଧପରିକର ଥିବା ବେଳେ

ଅତାବିରା ତହସିଲଦାର ଏମାନଙ୍କ ପ୍ରତି ଦୃଷ୍ଟି ଦେଉନଥିବା  ତଥା ଗତ ତା ୧୨-୩-୨୦୨୪, ପତ୍ରସଂଖ୍ୟା ୮୦୭ ର  ଆଜି ଯାଏଁ ପାଳନ ହୋଇ ନଥିବା ନେଇ ଏହି ବିସ୍ଥାପିତ ପରିବାର ଆଜି ଆମରଣ  ଅନଶନକୁ ଓହ୍ଲାଇ ଥିଲେ। ଯଦି ଜାନୁଆରୀ ୧୫ ସୁଦ୍ଧା ଉପଜିଲ୍ଲାପାଳଙ୍କ ଲିଖିତ ପ୍ରତିଶ୍ରୁତିକୁ ପାଳନ କରl ନଯାଏ, ତେବେ ସେମାନେ ପୁଣି  ଆମରଣ ଅନଶନ କରିବେ ବୋଲି ହୀରାକୁଦ ବିସ୍ଥାପିତ କଲ୍ୟାଣ ସମିତି ର ଅଧ୍ୟକ୍ଷ ଲୋକନାଥ ସାହୁ  ଚେତାବନୀ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026
  ଜିଲ୍ଲା  
ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   27-Nov-2026
  ଜିଲ୍ଲା  
ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   27-Nov-2026

You Might Also Like