-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ରାଜ୍ୟ

ଗନ୍ଧମାର୍ଦ୍ଦନ ଗଣଧାରଣା ସମର୍ଥନ ରେ ଅଜିତ ଯୋଶୀ

01-Dec-2024



କଣ୍ଟାବାଞ୍ଜି(ମୋହନ ସୁନା): ଗନ୍ଧମାର୍ଦ୍ଦନ ପାହାଡ ତଳେ ଆଦାନୀ କମ୍ପାନୀ ଜମି କିଣିବା ପରେ ବଲାଙ୍ଗିର ଜିଲ୍ଲାରେ ରାଜନୀତି ସରଗରମ ହୋଇଥିବା ବେଳେ ଏହି ପ୍ରସଙ୍ଗରେ ବିଧାନସଭା ମଧ୍ଯ ହୁଳୁସ ତୁଳୁସ ହୋଇଛି। ଆଦାନୀ କମ୍ପାନୀକୁ ଆଣି ଗନ୍ଧମାର୍ଦ୍ଦନ ପାହାଡରେ ଖଣି ଖନନ କରିବା ପାଇଁ ରାଜ୍ଯ ସରକାର ଯୋଜନା କରି ବିକ୍ରି କରୁଥିବା ଅଭିଯୋଗ ହେଉଛି। ଆଦାନୀ ହଟାଓ ଗନ୍ଧମାର୍ଦ୍ଦନ ବଞ୍ଚାଓ ଦାବୀ ନେଇ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ପକ୍ଷରୁ ନଭେମ୍ବର ୨୫ ତାରିଖ ରୁ ଖପ୍ରାଖୋଲ ତହସିଲ କାର୍ଯ୍ଯାଳୟ ସାମ୍ନା ରେ ଗଣ ଧାରଣା ଦିଆଯାଇଛି। ପ୍ରତୋକ ଦିନ ଖପ୍ରାଖୋଲ ବ୍ଳକ ବିଭିନ୍ନ ପଞ୍ଚାୟତ ବାସୀ ଧାରଣ କୁ ସମର୍ଥନ କରୁଥିବା ବେଳେ ଶନିବାର ଷଷ୍ଠ ଦିନ ରେ ଗଣ ଧାରଣା ପହଞ୍ଚି ରାଜ୍ଯ ଯୁବ ବିଜେଡି ସମ୍ପାଦକ ଅଜିତ ଯୋଶୀ ତାଙ୍କ ସମର୍ଥନ ଙ୍କ ସହ ଯାଇ ସମର୍ଥନ ଜଣାଇ ଧାରଣା ବସିଛନ୍ତି। ବିଜେପି ସରକାର ଆସିବା ମାତ୍ରେ ସବୁ ବିକ୍ରି କରିଦେବାକୁ ଯୋଜନା ଆରମ୍ଭ କରିଛି। ଯେଉଁ ଗନ୍ଧମାର୍ଦ୍ଦନ କୁ ଆମ ଅଞ୍ଚଳ ଲୋକେ ଭଗବାନ ବୋଲି ପୂଜା କରୁଛନ୍ତି ତାହା କୁ ମଧ୍ଯ ଆଦାନୀ କମ୍ପାନୀ ଠାରେ ବିକ୍ରି କରିବାକୁ ଯୋଜନା କରିସାରିଛନ୍ତି। ଏହି ଗନ୍ଧମାର୍ଦ୍ଦନ ରେ ଅନେକ ଔଷଧିୟ ବୃକ୍ଷ ଥିବା ବେଳେ ଏହି ଗନ୍ଧମାର୍ଦ୍ଦନ କୁ ନିର୍ଭର କରି ହଜାର ହଜାର ପରିବାର ତାଙ୍କ ଜୀବନ ଜୀବିକା ନିର୍ଭର କରୁଛନ୍ତି। ରାଜ୍ଯ ସରକାର ଓ ବନ ବିଭାଗ କହୁଛି ଆଦାନୀ କମ୍ପାନୀ ବୃକ୍ଷ ରୋପଣ ପାଇଁ ଗନ୍ଧମାର୍ଦ୍ଦନ ତଳେ ଜମି କିଣିଛି। ଗନ୍ଧମାର୍ଦ୍ଦନ ରେ ଭରପୁର ବୃକ୍ଷ ର ଜଙ୍ଗଳ ରହିଛି ଯଦି ବୃକ୍ଷ ରୋପଣ କରି ଜଙ୍ଗଳ ସୃଷ୍ଟି କରିବା ଅଛି ତେବେ ରାଜ୍ଯ ର ସର୍ବାଧିକ ତାପମାତ୍ରା ଥିବା ଟିଟିଲାଗଡ ଅଞ୍ଚଳ ହଜାର ହଜାର ହେକ୍ଟର ସରକାରୀ ଜମି ରହିଥିବା ବେଳେ ସେହି ଅଞ୍ଚଳ ରେ କାହିଁକି ଆଦାନୀ କମ୍ପାନୀ ବୃକ୍ଷ ରୋପଣ କଲାନାହିଁ। ଏହି ଜାଣିଶୁଣି ଗନ୍ଧମାର୍ଦ୍ଦନ ପର୍ବତ ରେ ଖଣି ଖନନ କରିବାକୁ ଆଦାନୀ ଜମି କିଣିଛି। ଯଦି ଖଣି ଖନନ କରାଯିବ ନାହିଁ ତେବେ ରାଜ୍ଯ ସରକାର ଗନ୍ଧମାର୍ଦ୍ଦନ ସୁରକ୍ଷା ଆଇନ ପ୍ରସ୍ତାବ ଆଣନ୍ତୁ ଏବଂ କେବିନେଟ ରୁ ଲିଖିତ ଦିଅନ୍ତୁ ଯେ ଗନ୍ଧମାର୍ଦ୍ଦନ ରେ କୌଣସି ଖଣି ଖନନ କରାଯିବ ନାହିଁ ବୋଲି ରାଜ୍ଯ ଯୁବ ବିଜେଡି ସମ୍ପାଦକ ଅଜିତ ଯୋଶୀ ତାଙ୍କ ଅବିଭାଷଣ ରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like