-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଅଧିଭକ୍ତା ପରିଷଦ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

01-Dec-2024



- ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ଅଖିଳ ଭାରତୀୟ ଅଧିଭକ୍ତା ପରିଷଦ ସୁବର୍ଣ୍ଣପୁର ଶାଖା ପକ୍ଷରୁ ୭୫ ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ  ଆୟୋଜିତ ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ଥିବାବେଳେ ଫୁଲବାଣୀ ର ବରିଷ୍ଠ ଓକିଲ ଭି ଭି ରାମଦାସ ଓ ଅତିରିକ୍ତ ପୋଲିସ ଆରକ୍ଷୀ ଅଧିକ୍ଷକ ବିରେନ୍ଦ୍ର କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଅଧିବକ୍ତା ପରିଷଦର ସଭାପତି ପ୍ରଫୁଲ୍ଲ କୁମାର ସାହୁ ସ୍ଵାଗତ ଭାଷଣ ଦେଇଥିବା ବେଳେ ଏଡଭୋକେଟ ଶ୍ରୀକାନ୍ତ ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ l ଏଡଭୋକେଟ ବଳଦେବ ପ୍ରଧାନ ଙ୍କ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଶାଖାର ସମସ୍ତ କର୍ମକର୍ତ୍ତାଙ୍କ ସହ ସଦସ୍ୟ ସଦସ୍ୟା ଉପସ୍ଥିତ ରହିଥିଲେ ଓ ସମ୍ବିଧାନ ପ୍ରଣେତାଙ୍କ ସ୍ମୃତିଚାରଣ କରି ସମ୍ବିଧାନ ବିଷୟରେ ଆଲୋଚନା କରିଥିଲେ । ଆମ ସମ୍ବିଧାନ ପାଇଁ ଆମେ ଗର୍ବିତ ହେବା ବୋଲି ଅତିଥିମାନେ ମତ ଦେଇଥିଲେ ।  ଏଡଭୋକେଟ ରଶ୍ମି ରଂଜନ ଦାଶ ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like