-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ସାଲେଭଟା ରେ 75 ତମ ସମ୍ବିଧାନ ଦିବସ ପାଳନ

01-Dec-2024



ଆଗଲପୁର, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ଅନ୍ତର୍ଗତ ସାଲେଭଟା ଠାରେ 75 ତମ ସମ୍ବିଧାନ ଦିବସ କାର୍ଯ୍ୟକ୍ରମ ଟି ସମାଜସେବୀ ସରୋଜ ସୁନା ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି l ସର୍ବ ପ୍ରଥମେ ଶତାଧିକ ସଂଖ୍ୟାରେ ମହିଳା ଓ ପୁରୁଷ ନିକଟ ରେ ଥିବା ପଞ୍ଚାୟତ କାର୍ଯ୍ୟାଳୟ ସମ୍ଭୁଖରୁ ଏକ ବିରାଟ ଶୋଭାଯାତ୍ରା ବାହାରି ସଭାସ୍ଥଳ କୁ ପହଞ୍ଚିଥିଲା l ବାବାସାହେବ୍ ଡ. ଭୀମ ରାଓ ଆମ୍ଭେଦକର୍ ଙ୍କ ଲିଖିତ ସମ୍ବିଧାନ କୁ ମୁଣ୍ଡ ରେ ବୋହି ଜୟଭିମ୍ ନାରାଦେଇ ସଭାସ୍ଥଳ କୁ ଆସିଥିଲେ l ସାଙ୍ଗରେ ବହୁ ସଂଖ୍ୟାରେ ପୁରୁଷ ମହିଳା ଯୋଗଦେଇ ଆମ୍ବେଦକର ଙ୍କ ଜୟ ଜୟ କାର୍ କହି ଗ୍ରାମ ପରିଭ୍ରମଣ କରିଥିଲେ l ପରେ ଏକ ସଭାର ଆୟୋଜନ କରା ଯାଇଥିଲା l

ଆଜିର ଏହି ସମ୍ଭିଧାନ ଦିବସ ରେ ମୁଖ୍ୟ ମୁଖ୍ୟଅତିଥି ଭାବେ ବିମ୍ବାଧର ବାଗ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶୋଷିତ ପରିଷଦ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଯୁବନେତା ଆକାଶ ମିଶ୍ର, ନିହାଲ ସିଂ ସଭାପତି ଦଳିତ ସୁରକ୍ଷା ମଞ୍ଚ, ଡିଙ୍ଗର କୁମ୍ଭାର, ମୁଖ୍ୟବକ୍ତା ଲବ ସୁନା ଏଲଡିଏ ମୁଖ୍ୟ, ହାସ୍ୟ ଅଭିନେତା ବିନ୍ଦୁ, ଚନ୍ଦନ ନାଗ, ସଭାପତି ମୂଳନୀବାସୀ ଛାତ୍ର ଓ ଯୁବ ସାମ୍ମୁଖ୍ୟ l ଅକ୍ଷୟ ବାଗ, ଶ୍ରୀଧର ବିଭାର ଉପସ୍ଥିତ ଥିବାବେଳେ ସହଯୋଗ କରିଥିଲେ ଶ୍ରୀଧର ହରପାଳ, ରାଧାକାନ୍ତ, ମଙ୍ଗଳ ପ୍ରମୁଖ l କାର୍ଯ୍ୟକ୍ରମ କୁ ଦଶରଥୀ କନ୍ଧେର ସଂଯୋଜନା କରିଥିବା ବେଳେ ଜଗଜୀବନ, ମହାସଚିବ ଭୀମ ଆର୍ମି ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like