-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ଚିକିଲି ବ୍ରିଜ ନିକଟରେ ବାଇକ ଦୁର୍ଘଟଣାରେ ଭାଙ୍ଗିଲା ତିନିଜଣ ଯୁବକର ଗୋଡ଼,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର

01-Dec-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ଡାବୁଗାଁ ଠାରୁ ନିଜ ଗ୍ରାମ କକଡାଗୁଡା ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ବାଇକ ଦ୍ରୁତଗତିରେ ଥିବା ହେତୁ ଚିକିଲି ବ୍ରିଜ ନିକଟରେ ଭରସାମ୍ୟ ହରାଇ ସିମେଣ୍ଟ ପଲକୁ ପିଟିଲା, ଫଳରେ ଦୁର୍ଘଟଣା ରେ ତିନିଜଣ ଯୁବକ ଗୁରୁତ୍ୱର ହଇଥିଲେ। ତିନିଜଣ ଯୁବକର ଗୁଡ଼ ଗୁଡିକ ଭାଙ୍ଗି ଯାଇଛି। ଯୁବକ ମାନେ ହେଲେ କକାଡଗୁଡା ଗ୍ରାମର ମଧୁ ଗୌଡ଼, ଈଶ୍ୱର ଗୌଡ଼ ଓ ରାଜଶ ଗୌଡ଼। ଘଟଣା ସ୍ଥଳରୁ ସ୍ଥାନୀୟ ଲୋକ ମାନେ ତାଙ୍କୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ଡାବୁଗାଁ ମେଡିକାଲ କୁ ଆଣିଥିଲେ, ପ୍ରାଥମିକ ଚିକିତ୍ସା ପରେ ଗୁରୁତ୍ୱର ଅବସ୍ଥା ରେ ସେମାଙ୍କୁ ବର୍ତ୍ତମାନ ଜିଲ୍ଲା ମୁଖ୍ୟଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଉଛି ପରିବାର ବର୍ଗଙ୍କ ଉପସ୍ଥିତି ରେ। ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ କରିବା ପରେ ପ୍ରକୃତ ଘଟଣା ଟି ଜଣା ପଡିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like