-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ଜିଲ୍ଲା

ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠିତ

02-Dec-2024



(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲାଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ବରେ ନୂତନ ପରିଚାଳନା କମିଟି ଗଠିତ ହୋଇଯାଇଛି । ଶିକ୍ଷକ ପଞ୍ଚାନନ ମାଝୀ ସମସ୍ତଙ୍କୁ ସ୍ବାଗତ କରିଥିବାବେଳେ, ଶିକ୍ଷକ ମୋହନ ପଧାନ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ପୂର୍ବତନ ପରିଚାଳନା କମିଟିର ଅଧ୍ୟକ୍ଷ ସୁଶାନ୍ତ ଗଡ଼ତିଆ ବିଗତ ଦିନର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ କରିଥିଲେ । ଏହି ସଭାରେ ଶତାଧିକ ଅଭିଭାବକ ଓ ଅଭିଭାବିକା ଉପସ୍ଥିତ ରହି କମିଟି ଗଠନରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।  
ନୂତନ ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଆଶୁତୋଷ ସାହୁ, ଉପାଧ୍ୟକ୍ଷା ଭାବେ ଅମ୍ବିକା ପାଣ୍ଡେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ ।  ସଭ୍ୟ ଭାବରେ ସୁନ୍ଦରମଣି ଦାଶ, ହେମନ୍ତ କୁମାର ଗଡ଼ତିଆ, ଉଦ୍ଧବ ପାଣ୍ଡେ, ମୁରାରୀ ବେହେରା, ଗୋପାଲ ଧୂବଲ ଏବଂ ସଭ୍ୟା ଭାବରେ ପ୍ରତିମା ଝାଙ୍କର, ଶେଶାନ୍ତି ଭୋଇ, ଯାଜ୍ଞସେନୀ ଝାଙ୍କର, ଗୋଲାପୀ ବରିହା, ଅନୁରା ବାଗ ଅଭିଭାବକ ଓ ଅଭିଭାବିକାମାନଙ୍କ ଦ୍ଵାରା ନିର୍ବାଚିତ ହୋଇଥିଲେ । 
ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ମୋନାଲିସା ଠାକୁର, ନିହାରୀକା ଯୋଶୀ, ମାମି ପଧାନ, ସ୍ବପ୍ନାରାଣୀ ଭୋଇ ଓ ସସ୍ମିତା ସାହୁ ଏବଂ  ଶିକ୍ଷକ ଅର୍ଜୁନ ତାଣ୍ଡି, ସୁବଳ  ଠାକୁର, ରାମ କୁମାର ପଟେଲ, ତିଳୋତ୍ତମ ବିଶି, ମନୋଜ କୁମାର ପାଢୀ, ମାଗିଧର ଦାଶ, ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ ଓ କନିଷ୍ଠ ସହାୟକ ବୈଲୋଚନ ସେଠ କାର୍ଯ୍ୟକ୍ରମରେ ସହାୟତା କରିଥିଲେ । ପୂର୍ବତନ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ସଦସ୍ୟା,  ମାଁ ତୁଳସୀ ସ୍ଵୟଂ ସହାୟିକା ଗୋଷ୍ଠୀର ସମସ୍ତ ସଦସ୍ୟା ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026

You Might Also Like