-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||     

HOME   ଜିଲ୍ଲା

ସୁବଳୟାରେ ଏଡସ ସଚେତନତା ଓ ଶୋଭାଯାତ୍ରା

02-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସ୍ଥିତ ଯୁକ୍ତ ଦୁଇ କଲେଜରେ ଠାରେ ସୋମବାର ପୂର୍ବାହ୍ନ ରେ ସମସ୍ତ ଛାତ୍ରଛାତ୍ରୀ ମାନେ ଏଡସ ସଚେତନତା ବାର୍ତ୍ତା ନେଇ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ଦେଖିବାକୁ ମିଳିଛି। ପରେ ଶିକ୍ଷା ଅନୁଷ୍ଠାନ ପରିସରରେ  କଲେଜ ଅଧ୍ୟକ୍ଷ ଭୋଲାନାଥ କର୍ମୀ ଙ୍କ ସଭାପତିତ୍ୱରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟlପିକା ଏଡସ ଭୟାବହ ଓ ଏହାର ନିରାକରଣ ପାଇଁ ସଚେତନତା ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ରଚନା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଯୁବ ରେଡକ୍ରସ୍ ଓ ରେଡ ରିବନ କ୍ଳବ ପରାମର୍ଶ ଦାତା ଦେବାଶିଷ ପଧାନ ସଭାର ଆଭିମୁଖ୍ୟ ପ୍ରଦାନ କରିଥିଲେ। ଶେଷରେ ରମାକାନ୍ତ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ। କଲେଜର ସମସ୍ତ ଛାତ୍ରଛାତ୍ରୀ ସାମିଲ ହୋଇଥିବା ବେଳେ ସଞ୍ଜୟ କୁମାର ମେଣ୍ଡିଲି, ଅର୍ପିତା ନାୟକ, ପ୍ରଜ୍ଞା କଲ୍ପିତା ନାୟକ ଓ ଗୋପାଳ ଭୋଇ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026

You Might Also Like