-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ସମ୍ମର୍ଦ୍ଧନା

03-Dec-2024



ତୁରେକେଲା(କୈଳାସ ସଗ୍ରିଆ)ଗତ ଡ଼ିସେମ୍ବର ୨ତାରିଖ ସୋମବାର ଦିନ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଲ ଗ୍ରାମପଞ୍ଚାୟତ ସଭା ଗୃହରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମିଣ ) ଅଧିନସ୍ଥ ନୂତନ ସର୍ଭେ ସମ୍ପର୍କରେ ସୂଚନା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ କେଉଁମାନେ ଆବାସ ପାଇବା ଯୋଗ୍ୟ ଓ କେଉଁମାନେ ଆବାସ ପାଇବା ରେ ଅଯୋଗ୍ୟ ଏବଂ ନୂତନ ସର୍ଭେ ସମ୍ପର୍କରେ ପଞ୍ଚାୟତ ନିର୍ବାହି ଅଧିକାରୀ ସତ୍ୟ ଝାଙ୍କର ଟିକିନିଖି ଭାବରେ ଗ୍ରାମପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗାଁ ଗୁଡ଼ିକରୁ ଉପସ୍ଥିତ ଥିବା ହିତାଧିକାରୀ ଙ୍କୁ ବୁଝାଇ କହିଥିଲେ। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ନିୟମ ଅନୁସାରେ ପୂର୍ବର ସମସ୍ତ ସର୍ଭେ କେବଳ କ୍ଷେତ୍ର କର୍ମଚାରୀ ଙ୍କ ଦ୍ଵାରା ହେଉଥିବା ସ୍ଥଳେ, ଚଳିତ ସର୍ଭେ ରେ ଆଶାୟୀ ପରିବାର ମଧ୍ୟ ଆବାସ ଗୃହ ପାଇବାରେ ନିଜର ସର୍ଭେ କରିପାରିବେ,ଏହି ସର୍ଭେ ର ଏକ ପ୍ରମୂଖ ବିଶେଷତ୍ବ।ଏହା ଦ୍ଵାରା ଯୋଗ୍ୟ ହିତାଧିକାରୀଙ୍କର ସର୍ଭେରୁ ବାଦ୍ ପଡିବା ଆଶଙ୍କା ଦୂର ହୋଇ ପାରିବ ଓ ସେମାନେ ତାଳିକା ଭୁକ୍ତ ହୋଇପାରିବେ ବୋଲି ବିଭିନ୍ନ ବିଷୟ ସବୁ ବୁଝାଇ କହିଥିଲେ।ଏହି କାର୍ଯ୍ୟକ୍ରମ ରେ ସରପଞ୍ଚ, ସମିତି ସଭ୍ୟ,ନାଏବ ସରପଞ୍ଚ, ସମସ୍ତ ୱର୍ଡ ମେମ୍ବର ସଦସ୍ୟ ସଦସ୍ୟା ପ୍ରମୂଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ରେ ପ୍ରାୟ ଶହେ ସ°ଖ୍ୟାରେ ହିତାଧିକାରୀ ମାନେ ଉପସ୍ଥିତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026

You Might Also Like