-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||     

HOME   ଜିଲ୍ଲା

ଭାରସାମ୍ୟ ହରାଇ ପରିବା ଦୋକାନ ଓ ଚାହା ଦୋକାନ ଉପରେ ଚଢ଼ିଗଲା ଓ୍ବାଗନର କାର : ୪ ଆହତ 

03-Dec-2024



ବାଲିଗୁଡା(ସୁଶୀଲ କୁମାର ପାଣିଗ୍ରାହୀ): ମଙ୍ଗଳବାର ମଧ୍ୟାହ୍ନ ରେ ଦ୍ରୁତ ଗତିରେ ଆସି ଦୁଇ ଜଣଙ୍କୁ ଧକ୍କା ଦେବାପରେ ରାସ୍ତା କଡ଼ରେ ଥିବା ପରିବା ଦୋଦାନ ଓ ଚାହା ଦୋକାନ ଉପରେ ଚଢ଼ିଗଲା ଓ୍ବାଗନର କାର୍ ନଂ.ଓଡି-୧୨-ଇ-୫୬୦୪ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରର ୫୯ ନଂ ଜାତୀୟ ରାଜପଥ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ

ଛକରେ । ଏହି ଦୁର୍ଘଟଣାରେ ରାସ୍ତାରେ ଯାଉଥିବା ବେଳେ ଧକ୍କା ଖାଇଥିବା ଜଣେ ଯୁବତୀ ଆହତ ହୋଇଥିବା ବେଳେ ଚାହା ଓ ପରିବା ଦୋକାନୀ ମହିଳା ସମେତ ୪ ଜଣ  ଆହତ ହୋଇ ବାଲିଗୁଡା ଉପଖଣ୍ଡ ଚିକିତ୍ସା ଳୟରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ସେପଟେ ଦୁର୍ଘଟଣାରେ ଠେଲା ଗାଡି ଚାହା

ଦୋକାନ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ପରିବା ବ୍ୟବସାୟୀଙ୍କ ସମସ୍ତ ପରିବା ମଧ୍ୟ ନଷ୍ଟ ହୋଇ ଯାଇ ଥିବା ଜଣାପଡ଼ିଛି । ଚାଳକ ଜଣକ ପକାରୀ ଚର୍ଚ୍ଚ ରେ ଫାଦର ଭାବେ କାର୍ଯ୍ୟରତ ଥିବା ଜଣାପଡ଼ିଛି । ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବେପରୁଆ ଗାଡ଼ି ଚାଳକ ଓ ଗାଡିକୁ ଥାନାରେ ଅକଟ ରଖି ତଦନ୍ତ ଜାରି ରଖିଛି ବାଲିଗୁଡ଼ା ପୋଲିସ୍ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026

You Might Also Like