-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||     

HOME   ଜିଲ୍ଲା

ସଂରକ୍ଷିତ ଜଙ୍ଗଲରୁ ପଥର ଚାଲାଣ : ୨ଟ୍ରାକ୍ଟର ଜବତ

09-Jan-2021



ଖଣ୍ଡପଡା,(ପ୍ରଦୀପ କୁମାର ପଣ୍ଡା)-ଖଣ୍ଡପଡା ବ୍ଳକ ଅଧିନ ସଂରକ୍ଷିତ ଜଙ୍ଗଲ ଜମିରୁ ପଥର ମାଫିଆମାନେ ବେଆଇନ ଭାବେ ବ୍ଳାଷ୍ଟିଂ କରି ପଥର ଓ ମେଂଟାଲ ଟ୍ରାକ୍ଟର ଯୋଗେ ଆଖପାଖ  ଅଂଚଳକୁ ଚୋରାରେ ଚାଲାଣ କରୁଥିବା ନେଇ ଅଂଚଳବାସୀ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ କରି ଆସୁଥିଲେ । ଲଘୁ ଖଣିଜ ସଂପଦର ଅବାଧ ଚୋରା ଚାଲାଣ ଯୋଗୁଁ ସରକାର ରାଜସ୍ୱ ହରାଉଥିବା ବେଳେ ବେଆଇନଭାବେ ଡ଼ିନାମାଇଟ ଲଗାଇ ପଥର ବ୍ଳାଷ୍ଟିଂ ଯୋଗୁଁ ଜଙ୍ଗଲ ସଂପଦ କ୍ଷୟ ହେବା ସହ  ବନ୍ୟଜନ୍ତୁମାନଙ୍କ ପ୍ରତି ଏହା ବିପଦର କାରଣ ପାଲଟିଛି । ତେବେ ସଂରକ୍ଷିତ ଜଙ୍ଗଲରୁ ପଥର ଚୋରା ଚାଲାଣ ହେଉଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କଠାରୁ ସୂଚନା ପାଇ ନୟାଗଡ ବନଖଣ୍ଡ ଅଧିକାରୀ ଏଚଡି ଧନରାଜ ଖଣ୍ଡପଡା ବ୍ଳକର ସିଂଘାପଡା ପଂଚାୟତ ଅଧିନ ବରଗଣ୍ଡ ଗ୍ରାମ ନିକଟରେ ଅଚାନକ ଚଢାଉ କରି ମେଟାଲ ବୋଝେଇ ହୋଇଥିବା ୨ଟି ଟ୍ରାକ୍ଟରକୁ ଜବତ କରିଥିବା ଜଣାଯାଇଛି । ଜବତ ଟ୍ରାକ୍ଟର ଦୁଇଟି ଖଳିସାହି ଅଂଚଳର ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କର ବୋଲି ଜଣାପଡିଛି । ପରିବେଶ ଆଇନକୁ ଉଂଲଘନ କରି ସଂରକ୍ଷିତ ଜଙ୍ଗଲରୁ ଟ୍ରାକ୍ଟର ୨ଟି ଚୋରାରେ ପଥର ଚାଲାଣ କରୁଥିବା ଜଣାପଡିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   26-Nov-2026
  ଜିଲ୍ଲା  
ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର   26-Nov-2026

You Might Also Like